Posted inଫୁରସତ

ଦୟା କଲେ ସୌନ୍ଦର୍ଯ୍ୟ ବଢ଼େ

ନୂଆଦିଲ୍ଲୀ: ଦୟାମନୋଭାବ ଦ୍ୱାରା ମଣିଷର ସୁନ୍ଦରତା ବୃଦ୍ଧି ପାଇଥାଏ। ନିକଟରେ ବୈଜ୍ଞାନିକଙ୍କ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ସୁନ୍ଦର ଦେଖାଯିବା ପାଇଁ ଅନେକ ଲୋକ ବିଭିନ୍ନ ପ୍ରକାର ପ୍ରଣାଳୀକୁ ଆପଣାଇଥାନ୍ତି। କେହି କେହି ଦାମୀ ମେକ୍‌ଅପ୍‌ ଲଗାନ୍ତି ତ ଆଉ କେତେଜଣ ବ୍ୟୁଟି ପାର୍ଲରରେ ହଜାର ହଜାର ଟଙ୍କା ଖର୍ଚ୍ଚ କରନ୍ତି। କେମିକାଲ ପ୍ରଡକ୍ଟ ବ୍ୟବହାର କରିବା ଦ୍ୱାରା ଚର୍ମ ଖରାପ ହେବା ସହ ବହୁ ରୋଗ ହେବାର ଅଶଙ୍କା ରହିଛି। କିନ୍ତୁ ଯଦି ଜଣେ ବ୍ୟକ୍ତି ଅନ୍ୟମାନଙ୍କୁ ଦୟାପରବଶ ହୋଇ ନମ୍ର ବ୍ୟବହାର କରନ୍ତି ସେହି ବ୍ୟକ୍ତିଙ୍କ ସୁନ୍ଦରତା ସକାରାତ୍ମକ ଭାବେ ବୃଦ୍ଧି ପାଏ ଏବଂ ଏହି ସୌନ୍ଦର୍ଯ୍ୟତା ଚିର ସମୟ ପାଇଁ ରହିଥାଏ ବୋଲି ଅଧ୍ୟୟନରୁ ଜଣାପଡ଼ିଛି।

ମନୋବିଜ୍ଞାନୀଙ୍କ ମତରେ ପ୍ରତ୍ୟେକଙ୍କ ପାଇଁ ମେଡିଟେଶନ୍‌ କରିବା ମଧ୍ୟ ଜରୁରୀ। କାରଣ ଏହାଦ୍ୱାରା ମନୁଷ୍ୟର ମସ୍ତିଷ୍କ ସ୍ଥିର ରହିଥାଏ। ସେହିପରି ନିୟମିତ ବ୍ୟାୟାମକୁ ମଧ୍ୟ ଏଡ଼ାଇ ଦିଆଯାଇ ନ ପାରେ। ଅନ୍ୟ ପ୍ରତି ଦୟାଭାବ ପ୍ରଦର୍ଶନ କରିବା ସାଙ୍ଗକୁ ସବୁବେଳେ ଅନ୍ୟର ମଙ୍ଗଳ କାମନା କରିବା ଆବଶ୍ୟକ। ପ୍ରତ୍ୟେକ ଦିନ କିଛି ସମୟ ଧ୍ୟାନରେ ବସିବା ଅଭ୍ୟାସ ନିଜଠାରେ ପରୋପକାର ମନୋଭାବକୁ ଦୃଢ଼ କରିବାରେ ସାହାଯ୍ୟ କରେ। ନିୟମିତ ଧ୍ୟାନ କରିବା ଦ୍ୱାରା ଏହାର ସକାରାତ୍ମକ ପ୍ରଭାବ ମଣିଷର ଡିଏନ୍‌ଏ ଉପରେ ପଡ଼ିଥାଏ, ଯାହାଫଳରେ ଏହା ଦୀର୍ଘ ସମୟ ପର୍ଯ୍ୟନ୍ତ ମନୁଷ୍ୟଠାରେ ରହିଥାଏ। ଦୟାମନୋଭାବ ଖାଲି ଯେ ମନୁଷ୍ୟର ସୁନ୍ଦରତା ବୃଦ୍ଧି କରିଥାଏ ତା’ ନୁହେଁ, ଏହା ଦ୍ୱାରା ସବୁବେଳେ ମନ ପ୍ରଫୁଲ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri