ନିଜ ରାଜାଙ୍କ ରାଜ୍ୟାଭିଷେକ ପାଇଁ ପ୍ରସ୍ତୁତ ବ୍ରିଟେନ, ସାରା ବିଶ୍ୱରୁ ୨୦୦୦ ଅତିଥି ହେବେ ସାମିଲ

ଲଣ୍ଡନ,୬।୫: ଶନିବାର ହେବାକୁ ଯାଉଛି ବ୍ରିଟେନର ନୂଆ ରାଜା ଚାର୍ଲସଙ୍କ ରାଜ୍ୟାଭିଷେକ। ଏହି ରାଜ୍ୟାଭିଷେକ ଲଣ୍ଡନର ଓ୍ବେଷ୍ଟମିନିଷ୍ଟର ଆବେରେ ହେବ। କିଙ୍ଗ ଚାର୍ଲସଙ୍କ ପତ୍ନୀ କାମିଲାଙ୍କର ବି ଭାବି ମହାରାଣୀ ଭାବେ ରାଜ୍ୟାଭିଷେକ ହେବ। ସମ୍ପୂର୍ଣ୍ଣ ବିଶ୍ୱର ନଜର ଏହି କାର୍ଯ୍ୟକ୍ରମ ଉପରେ ରହିଛି। ରାଜ୍ୟାଭିଷେକ ପୂର୍ବରୁ କିଙ୍ଗ ଚାର୍ଲସ ଓ ତାଙ୍କ ବଡ ପୁଅ ପ୍ରିନ୍ସ ଓ୍ବିଲୟମ ଓ ତାଙ୍କ ପତ୍ନୀ କେଟ ମିଡଲଟନ ବଙ୍କିଙ୍ଗହାମ ପ୍ୟାଲେସ ନିକଟରେ ଥିବା ତାଙ୍କର ନିକଟତମ ଓ ଶୁଭାକାଂକ୍ଷିଙ୍କୁ ସାକ୍ଷାତ୍‌ କରିବେ।
କିଙ୍ଗ ଚାର୍ଲସଙ୍କ ରାଜ୍ୟାଭିଷେକରେ ସାରା ବିଶ୍ୱରୁ ପ୍ରାୟ୨୦୦୦ ଅତିଥି ସାମିଲ ହେବେ। ଏମାନଙ୍କ ମଧ୍ୟରେ ବିଶ୍ୱର ବଡ ବଡ ନେତା, ରାଜ ପରିବାରର ସଦସ୍ୟ ଓ ସେଲିବ୍ରଟି ରହିଛନ୍ତି। ଭାରତ ପକ୍ଷରୁ ଉପରାଷ୍ଟ୍ରପତି ଜଗଦୀପ ଧନଖଡ କିଙ୍ଗ ଚାର୍ଲସଙ୍କ ରାଜ୍ୟାଭିଷେକରେ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri