ଶନିବାର କିଙ୍ଗ ଚାଲର୍‌ସ ତୃତୀୟଙ୍କ ରାଜ୍ୟାଭିଷେକ: ଖର୍ଚ୍ଚ ହେବ ୧୦୨୧ କୋଟି…

ଲଣ୍ଡନ,୪।୫ : ବ୍ରିଟେନରେ ରାଜା ଚାଲର୍‌ସ ତୃତୀୟଙ୍କ ରାଜ୍ୟାଭିଷେକ ପାଇଁ ପ୍ରସ୍ତୁତି ଚାଲିଛି। କିଙ୍ଗ ଚାଲର୍‌ସ ତୃତୀୟଙ୍କର ଲଣ୍ଡନରେ ୬ ମେ ଶନିବାରରେ ରାଜ୍ୟାଭିଷେକହେବ। ରାଣୀ ଏଲିଜାବେଥଙ୍କ ମୃତ୍ୟୁ ପରଠାରୁ ରାଜା ଚାଲର୍‌ସଙ୍କ ରାଜ୍ୟାଭିଷେକ ପାଇଁ ପ୍ରସ୍ତୁତି ଚାଲିଛି। ଏହି ସମୟରେ, କୁହାଯାଇଛି ରାଜ୍ୟାଭିଷେକକୁ ଦେଖୁଥିବା ଲୋକଙ୍କୁ ରାଜା ଏବଂ ତାଙ୍କ ଉତ୍ତରାଧିକାରୀମାନଙ୍କ ନିକଟରେ ଶପଥ ନେବାକୁ ନିମନ୍ତ୍ରଣ କରାଯିବ।

କିଙ୍ଗ ଚାଲର୍‌ସ ତୃତୀୟଙ୍କ ରାଜ୍ୟାଭିଷେକ ସମାରୋହ ଲଣ୍ଡନ ସମୟ ପୂର୍ବାହ୍ନ ୧୧ ଟା (ଭାରତୀୟ ସମୟ ଅପରାହ୍ନ ୪ଟା ୩୦) ରେ ଆରମ୍ଭ ହେବ। ବ୍ରିଟେନରେ ବିବିସି, ଆଇଟିଭି ଏବଂ ସ୍କାଏ ନ୍ୟୁଜ ଭଳି ଚ୍ୟାନେଲ ମାଧ୍ୟମରେ ଏହା ସିଧା ପ୍ରସାରଣ ହେବ। ଅବଶ୍ୟ, ଅନ୍ୟ ବ୍ରିଟିଶ ଏବଂ ଆମେରିକୀୟ ଟେଲିଭିଜନ ନେଟୱାର୍କଗୁଡ଼ିକ ଏପର୍ଯ୍ୟନ୍ତ ସିଧା ପ୍ରସାରଣ ପାଇଁ ଯୋଜନା କରିନାହାଁନ୍ତି ।

କିଙ୍ଗ ଚାଲର୍‌ସ ତୃତୀୟଙ୍କ ରାଜ୍ୟାଭିଷେକ ପାଇଁ ୧୦୨୧.୫ କୋଟିରୁ ଅଧିକ ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ରାଜ୍ୟାଭିଷେକ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ ବ୍ରିଟିଶ ସରକାର ବହନ କରିବେ। ୧୯୫୩ ମସିହାରେ ରାଣୀ ଏଲିଜାବେଥ ଦ୍ୱିତୀୟଙ୍କର ରାଜ୍ୟାଭିଷେକର ଆନୁମାନିକ ମୂଲ୍ୟର ଦୁଇଗୁଣାରୁ ଏହା ଅଧିକ। ସେତେବେଳେ ବ୍ରିଟିଶ ସରକାର ୧.୫ ମିଲିୟନ ପାଉଣ୍ଡ ଖର୍ଚ୍ଚ କରିଥିଲେ। ଏହି ପରିମାଣ ଆଜି ପ୍ରାୟ ୫୨୮.୭ କୋଟି ଟଙ୍କା ସହିତ ସମାନ ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri