କିଙ୍ଗ୍‌ ଚାଲର୍‌ସ ଶପଥରେ କହିଲେ ଏମିତି…

ଲଣ୍ଡନ,୬ା୫: କିଙ୍ଗ ଚାଲର୍‌ସ ତୃତୀୟ ଶନିବାର ବ୍ରିଟେନର ରାଜା ଭାବରେ ମୁକୁଟ ପିନ୍ଧିଛନ୍ତି। ଗତ ସେପ୍ଟେମ୍ବରରେ ତାଙ୍କ ମାତା ତଥା ରାଣୀ ଏଲିଜାବେଥଙ୍କ ଦେହାନ୍ତ ପରେ ଚାଲର୍‌ସ ତୃତୀୟ ବ୍ରିଟେନର କିଙ୍ଗ୍‌ ଆଖ୍ୟା ଗ୍ରହଣ କରିଥିଲେ। ଏହା ପରେ ଶନିବାର ସନ୍ଧ୍ୟା ଅର୍ଥାତ୍‌ ମେ’ ୬ରେ ସେ ଆନୁଷ୍ଠାନିକ ଭାବରେ ମୁକୁଟ ପିନ୍ଧିଛନ୍ତି।  ୭୪ ବର୍ଷୀୟ କିଙ୍ଗ୍‌ ଚାଲର୍‌ସ ବ୍ରିଟିଶ ସିଂହାସନରେ ବସିଥିବା ସବୁଠୁ ବୟସ୍କ ବ୍ରିଟିଶ ସମ୍ରାଟ ହୋଇଛନ୍ତି।

କିଙ୍ଗ ଚାଲର୍‌ସ ତୃତୀୟ ତାଙ୍କ ସ୍ତ୍ରୀ ରାଣୀ କାମିଲାଙ୍କ ସହ ଡାଏମଣ୍ଡ ଜୁବୁଲି ଷ୍ଟେଟ୍‌ କୋଚ୍‌(ଘୋଡ଼ାଗାଡ଼ି)ରେ ଆବେକୁ ଆସିଥିଲେ। ଏହା ପରେ ଇଂଲଣ୍ଡ ଚର୍ଚ୍ଚର ଉଚ୍ଚପଦରେ ଥିବା କ୍ଲେରିକ ଏବଂ କାଣ୍ଟେରବରି ଜଷ୍ଟିନ ଓ୍ବେଲବିର ଆର୍ଚବିଶପ ଚାଲର୍ସଙ୍କୁ ରାଜମୁକୁଟ ପିନ୍ଧାଇବା ସହ ଶପଥ ପାଠ କରାଇଥିଲେ।

ରାଜା ଚାଲର୍‌ସ ତୃତୀୟ ଶପଥ ଗ୍ରହଣ କରି କହିଛନ୍ତି, ‘ମୁଁ, ଚାଲର୍‌ସ, ଈଶ୍ବରଙ୍କ ଉପସ୍ଥିତିରେ ସତ୍ୟନିଷ୍ଠା ଏବଂ ଦୃଢ଼ ଭାବରେ ସ୍ବୀକାର କରୁଛି, ଘୋଷଣା କରୁଛି ଯେ, ମୁଁ ଜଣେ ବିଶ୍ୱାସଯୋଗ୍ୟ ପ୍ରୋଟେଷ୍ଟାଣ୍ଟ ଅଟେ ଏବଂ ମୁଁ ସେହି କାର୍ଯ୍ୟ ଅନୁଯାୟୀ ସତ୍ୟରେ ବଞ୍ଚିବି। କାର୍ଯ୍ୟ କରିବି। ଉଦ୍ଦେଶ୍ୟ ଅନୁଯାୟୀ ଯାହା ସିଂହାସନରେ ପ୍ରୋଟେଷ୍ଟାଣ୍ଟ ଉତ୍ତରାଧିକାରୀକୁ ସୁରକ୍ଷିତ କରେ ଏବଂ ଆଇନ ଅନୁଯାୟୀ, ମୋ ଶକ୍ତି ଅନୁଯାୟୀ ଉକ୍ତ ଅଧିନିୟମଗୁଡ଼ିକୁ ମାନି ଚଳିବି ବୋଲି କହି ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri