Posted inଫୁରସତ

କବାଟ ସନ୍ଧିରେ ଏଭଳି ଲୁଚି ରହିଥିଲା ଅହିରାଜ, ଫଣା ଟେକି…

ସୋସିଆଲ ମିଡିଆରେ ପ୍ରତ୍ୟେହ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ସେଥିରୁ କିଛି ଭିଡିଓ ପ୍ରେରଣାଦାୟୀ ହୋଇଥିବା ବେଳେ କିଛି ଦେଖି ଲୋକେ ଚକିତ ହୋଇଥାନ୍ତି। ଏହି କ୍ରମରେ ଏକ ଅହିରାଜର ଭୟଙ୍କର ଭିଡିଓ ଭାଇରାଲ ହେଉଛି।

ସାଧାରଣତଃ ସାପର ନାଁ ଶୁଣିଲେ ଝାଳ ବୋହିଯାଏ। ଏଣୁ ସାମ୍ନାରେ ସାପ ଆସିଗଲେ ଅବସ୍ଥା ଯାହାହେବ ସହଜେ ଅନୁମେୟ। ଭାଇରାଲ ହେଉଥିବା ଭିଡିଓରେ ଅହିରାଜ ଘରର କବାଟରେ ଫଣା ଟେକି ରହିଥିବା ଦେଖାଯାଇଛି। ସାପର ଅଧାଭାଗ କବାଟ ପଛରେ ରହିଛି। ଏହାର ମୁଣ୍ଡ ବାହାରେ ଥିବା ବେଳେ ସେ ମଝି ମଝିରେ ଚୋଟ ମାରିବାକୁ ଚେଷ୍ଟା କରୁଛନ୍ତି। ଏହାକୁ ଦେଖି ସାପଟି ଭିଡିଓ କରୁଥିବା ବ୍ୟକ୍ତିଙ୍କ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରୁଥିବା ଅନୁମାନ କରାଯାଉଛି।

ଟୁଇଟରରେ ଭିଡଇଓଟିକୁ @DoctorAjayita ନାମକ ଆକାଉଣ୍ଟରୁ ଶେୟାର କରାଯାଇଛି। ଇତିମଧ୍ୟରେ ଏହାକୁ ୧୭ ହଜାରରୁ ଅଧିକ ଲୋକ ଦେଖିସାରିଲେଣି। ସେହିଭଳି ୧୨ଶହରୁ ଅଧିକ ପସନ୍ଦ କଲେଣି। ଲଗାତାର ଭାବେ ଏଥିରେ ସମସ୍ତେ ପ୍ରତିକ୍ରିୟା ମଧ୍ୟ ଦେଉଛନ୍ତି।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri