Posted inଫୁରସତ

ଶିଲିଂ ଫ୍ୟାନ୍‌ ଉପରେ ଥିଲା ଅହିରାଜ, ବୁଲିଲା ଫ୍ୟାନ୍‌: ଦେଖନ୍ତୁ ହୃଦୟଥରା ଭିଡିଓ

ସୋସିଆଲ ମିଡିଆରେ ଅନେକ ସମୟରେ ଭୟଙ୍କର ଭିଡିଓ ଭାଇରାଲ ହୋଇଥାଏ। ଏହି ଭିଡିଓ ଲୋକଙ୍କୁ ଭୟଭୀତ କରିଥାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ଇନଷ୍ଟାଗ୍ରାମରେ ଭାଇରାଲ ହେଉଥିବା ଏହି ଭିଡିଓରେ ଏକ ଅହିରାଜ ଶିଲିଂ ଫ୍ୟାନ୍‌ ଉପରେ ବସିଛି। ଫଳରେ ଫ୍ୟାନ୍‌ ଆପଣାଛାଏଁ ହଲୁଛି। ଭୟ ଅଛି କାଳେ ଅହିରାଜ ଗଳିଯିବ। ଏହି ଭୟଙ୍କର ଭିଡିଓ ଇନଷ୍ଟାଗ୍ରାମରେ ୨ ମିଲିୟନ ଥର ଦେଖାଯାଇଛି ଏବଂ ପ୍ରାୟ ୫୫,୦୦୦ ଲାଇକ ପାଇଛି।

 

View this post on Instagram

 

A post shared by Chandrasekaran (@chandrasekaran6102)


Enter your email to get our daily news in your inbox.

All Right Reserved By Dharitri.Com

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri