କଟକରେ କିଙ୍ଗ୍‌ସ ଆଣ୍ଡ କୁଇନ୍‌ର ଆଉଟଲେଟ

କଟକ,୧୦।୪: ସୌଖୀନ ଅଳଙ୍କାର ବ୍ରାଣ୍ଡ୍‌ କିଙ୍ଗ୍‌ସ ଆଣ୍ଡ କୁଇନ୍‌ର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର କଟକ ବକ୍ସି ବଜାରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତା ମନୋଜ ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରାଣ୍ଡ୍‌ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଏ ସମ୍ପର୍କରେ ଆଉଟଲେଟ ସ୍ବତ୍ୱାଧିକାରୀ ବାବୁରାମ ସିଂ କହିଛନ୍ତି, କିଙ୍ଗ୍‌ସ ଆଣ୍ଡ କୁଇନ୍‌ ୱାନ୍‌ ଗ୍ରାମ୍‌ ଗୋଲ୍‌ଡ଼ ସପରେ ବିଭିନ୍ନ ପ୍ରକାରର ସୌଖୀନ ଅଳଙ୍କାର ଉପଲବ୍ଧ। ଏଠାରେ ଉଭୟ ପାଇକାରୀ ଏବଂ ହୋଲସେଲ ଦରରେ ପ୍ରସ୍ତୁତ ଭିନ୍ନ ଭିନ୍ନ ଡିଜାଇନର ମନଲୋଭା ସୁନା ଅଳଙ୍କାର ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି। ଏପରିକି ଯାହା ଦେଖିବାକୁ ଅବିକଳ ସୁନା ଗହଣା ପରି ବୋଲି ସିଂ ମତପ୍ରକାଶ କରିଛନ୍ତି। ସେହିଭଳି ଆଜିକାଲିର ଚାକଚକ୍ୟ ଦୁନିଆରେ ବଞ୍ଚୁଥିବା ମଣିଷଙ୍କ ପାଇଁ ଏହା ବେଶ୍‌ ଲାଭକାରୀ ହେବ। ବିଶେଷକରି ସୁନା ଅଳଙ୍କାରର ଅହେତୁକ ଦର ବୃଦ୍ଧି ସହ ସାଧାରଣ ଲୋକଙ୍କ ସୁନା ଅଳଙ୍କାର ପିନ୍ଧିବାର ସଉକକୁ ଏହା କିଛି ମାତ୍ରାରେ ପୂରଣ କରିପାରିବ ବୋଲି ବାବୁରାମ ଆଶା ପ୍ରକାଶ କରିଛନ୍ତି। ସେହିପରି ଆଜିକାଲି ବଜାରରେ ଉପଲବ୍ଧ ହେଉଥିବା ସୁନା ପରି ଦେଖା ଯାଉଥିବା ଅନ୍ୟ ଅଳଙ୍କାର ସାମଗ୍ରୀଠାରୁ ଏ ସବୁ ଯଥେଷ୍ଟ ଉନ୍ନତମାନର ଏବଂ ତା’ ସହିତ ଏହା ଡୁପ୍ଲିକେଟ ନୁହେଁ ବୋଲି ସିଂ ଦାବି କରିଛନ୍ତି। ଅପରପକ୍ଷରେ କେରଳ ଏବଂ ଗୁଜରାଟ ଭଳି ସହରର ପ୍ରମୁଖ ନାମୀଦାମୀ କାରଖାନାରୁ ଏହା ଆମଦାନୀ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri