କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି

ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ କିନ୍ନର ସଙ୍ଘ ପକ୍ଷରୁ ସ୍ବାଗତ କରାଯାଇଛି । ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି କିନ୍ନର ନେତ୍ରୀ ମୀରା ପରିଡ଼ା । ସେହିପରି ୨୪୪ କନେଷ୍ଟବଳ ପଦବୀ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ମଧ୍ୟ କିନ୍ନରଙ୍କ ପାଇଁ ସୁଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୪୦୭୩ ବି.ଟେକ୍‌ ସିଟ୍‌ ହ୍ରାସ

ଭୁବନେଶ୍ୱର, ୯ା୭(ବ୍ୟୁରୋ)- ପ୍ରତିବର୍ଷ ରାଜ୍ୟରେ ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ବି.ଟେକ୍‌ ସିଟ୍‌ ଖାଲି ପଡ଼ୁଛି। କେବଳ ଘରୋଇ ନୁହେଁ, ସରକାରୀ କଲେଜରେ ମଧ୍ୟ ସିଟ୍‌ ପୂରଣ...

ପୂର୍ଣ୍ଣାଙ୍ଗ ହେଉନି ପାନୀୟ ଜଳ ପ୍ରକଳ୍ପ

ଖଇରା, ୧୬।୭(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶହୀଦ ନଗର ଗ୍ରାମବାସୀଙ୍କୁ ପାଣି ଯୋଗାଇବାକୁ ନିର୍ମାଣାଧୀନ ସୋଲାର ପମ୍ପ୍‌ ହାଉସ ଏବେ...

ବିଜୁ ସେତୁ ଯୋଜନାରେ ୫୫୦ ନୂଆ ପ୍ରକଳ୍ପ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ବିଜୁ ସେତୁ ଯୋଜନାରେ ରାଜ୍ୟର ପ୍ରତି କୋଣଅନୁକୋଣରେ ସେତୁ ନିର୍ମାଣ କରିବା ପାଇଁ ୩୯୬ ସେତୁ ନିର୍ମାଣ କାର୍ଯ୍ୟ କରିବାକୁ ନିଷ୍ପତ୍ତି...

ପହଣ୍ଡିବିଜେରେ ଆକର୍ଷଣ ଟାହିଆ

ରଥଯାତ୍ରାର ଅନ୍ୟତମ ଆକର୍ଷଣ ହେଲା ପହଣ୍ଡିବିଜେ। ପହଣ୍ଡିରେ ଦିଅଁ ଆସନ୍ତି ଝୁଲି ଝୁଲି। ବଡ ଠାକୁର ବଳଭଦ୍ର, ମହାପ୍ରଭୁଙ୍କ ଜଗନ୍ନାଥଙ୍କ ପହଣ୍ଡିବିଜେ ଦେଖିବା ପାଇଁ ଭକ୍ତ...

ପୂର୍ବତନ ଜିଲା ଜଜ୍‌ କୃଷ୍ଣଚନ୍ଦ୍ର କରଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୨୬ା୮: ୧୯୮୦ରେ ଛବିରାଣୀ ହତ୍ୟାକାଣ୍ଡର ରାୟ ଦେଇଥିବା ପୂର୍ବତନ ଜିଲା ଜଜ୍‌ କୃଷ୍ଣ ଚନ୍ଦ୍ର କରଙ୍କର ମଙ୍ଗଳବାର ପରଲୋକ ହୋଇଛି। ୯୧ ବର୍ଷୀୟ...

ଆବାସ ଯୋଜନାରେ ଅନିୟମିତତା: ବ୍ଲକ ଘେରାଉ

ଏରସମା/କୁଜଙ୍ଗ/ବିରିଡି/ବାଲିଆ/ରଘୁନାଥପୁର/ନାଉଗାଁ, ୪ା୨(ସ୍ବ.ପ୍ର./ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନୟମିତତା ହୋଇଥିବା ଅଭିଯୋଗ କରି ଶବିବାର ଭାଜପା ପକ୍ଷରୁ ଜଗତ୍‌ସିଂହପୁର ଜିଲାର ବିଭିନ୍ନ ବ୍ଲକରେ ଘେରାଉ କରାଯାଇ ବିଡିଓଙ୍କୁ ଦାବି...

ରୁଆ ହୋଇଥିବା ଧାନତଳି ପଚିଯିବା ଆଶଙ୍କା

ପଟ୍ଟାମୁଣ୍ଡାଇ,୧୨ା୮(ସ୍ବ.ପ୍ର.): ଚାଷ ପାଇଁ ଚଳିତ ବର୍ଷ ପାଗଯୋଗ ଠିକ୍‌ ନାହିଁ। ବିଳମ୍ବିତ ମୌସୁମୀ ସାଙ୍ଗକୁ ଧାନତଳି ପକା ଯାଇଥିଲା। ତା’ ମଧ୍ୟରୁ ଅନେକ ବିହନ ଗଜା...

କଟକରୁ ସ୍ଥାନାନ୍ତର ହେବ ମଧୁସୂଦନ ଆଇଟିଆଇ

କଟକ ଅଫିସ,୧୪।୨: କଟକ ଏସ୍‌ସିବି ମେଡିକାଲକୁ ନୂଆ ରୂପ ଦେବା ସହ ଚିକିତ୍ସା ବ୍ୟବସ୍ଥାକୁ ବ୍ୟାପକ କରିବା ଦିଗରେ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ଏଣୁ...

Advertisement
Archives

Model This Week