ଘରକୁ ଘର ବୁଲି ବର୍ଜ୍ୟବସ୍ତୁ ସଂଗ୍ରହ କରିବେ କିନ୍ନର

ବାରିପଦା ଅଫିସ,୨୧ା୪: ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବାରିପଦା ପୌରପାଳିକାକୁ ସ୍ବଚ୍ଛ ଓ ସୁନ୍ଦର ରଖିତ୍ବା ପାଇଁ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରଥମ ଥର ପାଇଁ କିନ୍ନର ଓ ମହିଳାମାନେ ବ୍ୟାଟେରି ଚାଳିତ ୩ ଚକିଆ ଗାଡ଼ିରେ ଘରକୁ ଘର ବୁଲି ବର୍ଜ୍ୟବସ୍ତୁ ସଂଗ୍ରହ କରିବେ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆସନ୍ତା ୨୩ତାରିଖରେ ଜିଲାପାଳ ବିନୀତ ଭରଦ୍ୱାଜ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ। ଏନେଇ ବାରିପଦାକୁ ୧୦ଟି ବ୍ୟାଟେରି ଚାଳିତ ୩ ଚକିଆ ଗାଡ଼ି ଅଣାଯାଇଛି। ମହିଳା ସ୍ବୟଂସହାୟିକା ଗୋଷ୍ଠୀ ଏବଂ କିନ୍ନର ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ଏହି ଗାଡ଼ି ଚଲାଇ ରୋଜଗାରକ୍ଷମ ହୋଇପାରିବେ। ଏନେଇ ୫ ମହିଳା ଓ ୫ କିନ୍ନରଙ୍କୁ ଗତ ସପ୍ତାହରୁ ତାଲିମ ପ୍ରଦାନ କରାଯାଉଥିବା ବାରିପଦା ଉପଜିଲାପାଳ ତଥା ପୌରପାଳିକା ନିର୍ବାହୀ ଅଧିକାରୀ ପି. ଅନ୍ବେଷା ରେଡ୍ଡୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri