ପାର୍କିଂ ଫି ଆଦାୟ କରିବେ କିନ୍ନର, ଜୁଲାଇରେ ନେବେ ତାଲିମ

ବ୍ରହ୍ମପୁର ଅଫିସ,୨୬।୬- ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଚିହ୍ନଟ ପାର୍କିଂ ସ୍ଥଳରେ କିନ୍ନର ମାନେ ପାର୍କିଂ ଫି ଆଦାୟ କରିବେ। ଏନେଇ ଗୁରୁବାର ବିଏମ୍‌ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅଞ୍ଚଳରେ କିନ୍ନରଙ୍କୁ ନେଇ ଗଠିତ ୨ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)କୁ ଏହି କାର୍ଯ୍ୟ ପାଇଁ ଚୟନ କରାଯାଇଛି। ସେମାନଙ୍କୁ ଆତ୍ମନିର୍ଭରଶୀଳ କରାଇବାକୁ ଏଭଳି ପଦକ୍ଷେପ ନିଆଯାଇଥିବା ବିଏମସି ପକ୍ଷରୁ କୁହାଯାଇଛି। ଏହି କାର୍ଯ୍ୟପାଇଁ ଚିହ୍ନଟ ତାରାତାରିଣୀ ଏସ୍‌ଏଚ୍‌ଜି ଓ ବୋହୁଚୋରା ଏସ୍‌ଏଚ୍‌ଜିର କିନ୍ନରଙ୍କୁ ଜୁଲାଇରୁ ତାଲିମ ଦିଆଯିବ। ତାଲିମ ପରେ ସେମାନେ ଫି ଆଦାୟ କରିବେ ବୋଲି ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri