କିନ୍ନର ଚଳାଇବେ ଏନ୍‌ଏସି ଗାଡ଼ି

ବାଲିଗୁଡ଼ା,୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ ବର୍ତ୍ତମାନ କିନ୍ନରମାନଙ୍କୁ ଆମତ୍ନିର୍ଭରଶୀଳ କରିବାକୁ ଏକ ପ୍ରୟାସ ଆରମ୍ଭ କରାଯାଇଛି। ସ୍ବଚ୍ଛ ଭାରତ ଅଭିଯାନ ଓ ବର୍ଜ୍ୟବସ୍ତୁ ପରିଚାଳନା ଯୋଜନାରେ ଦୁଇଟି ବ୍ୟାଟେରୀ ଚାଳିତ ନୂତନ ଅଟୋର ଶୁଭାରମ୍ଭ କରାଯାଇଛି। ଏହି ଦୁଇଟି ଅଟୋ ସହର ମଧ୍ୟରେ ବିଭିନ୍ନ ଓ୍ବାର୍ଡରେ ଘରକୁ ଘର ବୁଲି ଅଳିଆ ଆବର୍ଜନା ସଂଗ୍ରହ କରିବ ା ଏହି ଅଳିଆ ଆବର୍ଜନାକୁ ସୁଖିଲା ଅଲଗା ଓ ଓଦା ବର୍ଜ୍ୟବସ୍ତୁକୁ ଅଲଗା ସଂଗ୍ରହ କରିବ ଏହି ଦୁଇଟି ଅଟୋ। ବାଲିଗୁଡା ସହରରେ ଥିବା କିନ୍ନରମାନେ ଏହାକୁ ଚଳାଇବେ। ବାଲିଗୁଡ଼ା ଉପଜିଲାପାଳ ତଥା ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଡ.ଶୁଭଙ୍କର ମହାପାତ୍ର ଓ ଅଧ୍ୟକ୍ଷ ଲୋକନାଥ ପାଢୀ ଏହାର ଉଦ୍‌ଘାଟନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri