Posted inଜାତୀୟ

ପୁଡୁଚେରୀ ରାଜ୍ୟପାଳ ପଦରୁ ବିଦାହେଲେ କିରନ ବେଦୀ

ନୂଆଦିଲ୍ଲୀ,୧୬।୨: କିରନ ବେଦୀଙ୍କୁ ପୁଡୁଚେରୀର ଲ୍ୟୁଟନାଣ୍ଟ ଗଭର୍ନର ପଦରୁ ହଟାଇ ଦିଆଯାଇଛି। ଏ ନେଇ ମଙ୍ଗଳବାର ରାତିରେ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି କରାଯାଇଛି ଏକ ବିଜ୍ଞପ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ତେଲାଙ୍ଗାନା ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜନ ପୁଡୁଚେରୀର ଅତରିକ୍ତ ଦାୟିତ୍ୱ ସମ୍ଭାଳିବେ। ଏହି ପଦ ପାଇଁ ବ୍ୟବସ୍ଥା ନ କରାଗଲା ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱ ରହିବେ।

ପୁଡୁଚେରୀର ବିଧାନସଭା ନିର୍ବାଚନର କିଛି ସପ୍ତାହ ପୂର୍ବରୁ ବେଦୀଙ୍କୁ ହଟାଇ ଦେଇଛି ଭାଜପା। ରାଜ୍ୟପାଳ ପଦରେ ଥିବା ବେଦୀ ନିର୍ବାଚିତ ସରକାରଙ୍କୁ ଉନ୍ନତୀମୂଳକ କାର୍ଯ୍ୟରେ ବାଧା ଦେଉଥିବା କଂଗ୍ରେସ ନେତାମାନେ ବିଭିନ୍ନ ରାଲିରେ ଅଭିଯୋଗ କରୁଥିଲେ। ତେବେ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ବିଧାୟକ ପଦରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିବା ଦୁଇ ନେତାଙ୍କ ମଧ୍ୟରୁ ଜଣେ ବେଦୀଙ୍କୁ ରାଜ୍ୟପାଳ ପଦରୁ ହଟାଇବାକୁ କୁଆଡେ ସର୍ତ୍ତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri