Posted inଜାତୀୟ

‘ମୁଁ କେବେ ଭାବି ନ ଥିଲି କଂଗ୍ରେସ ଛାଡିବି ହେଲେ…’ ଭାଜପାରେ ଯୋଗ ଦେବା ପରେ ପ୍ରତିକ୍ରିୟା ରଖିଲେ କିରଣ କୁମାର

ଅମରାବତି,୭।୪: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡି ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଛନ୍ତି। ଏହି ସମୟରେ ସେ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି ଯେ ସେ କଂଗ୍ରେସ କାହିଁକି ଛାଡିଲେ।
କଂଗ୍ରେସର ପୂର୍ବତନ ନେତା କିରଣ କୁମାର ରେଡ୍ଡି କହିଛନ୍ତି, ‘ମୁଁ କେବେ ଭାବି ନ ଥିଲି କି ମୋତେ କଂଗ୍ରେସ ଛାଡିବାକୁ ପଡିବ। ଏକ ପ୍ରୋଭର୍ବ ରହିଛି କି ‘ମୋ ରାଜା ବହୁତ ବୁଦ୍ଧିମାନ, ସେ କେବେ ନିଜ କଥା ଚିନ୍ତା କରନ୍ତି ନାହିଁ, ନା ସେ କାହାର ଉପଦେଶ ଗ୍ରହଣ କରନ୍ତି। ଆପଣମାନେ ବୁଝି ପାରୁଥିବେ କି ମୁଁ କ’ଣ କହିବାକୁ ଚାହୁଁଛି।’
କିରଣ ରେଡ୍ଡି ଆହୁରି ମଧ୍ୟ କହିଛନ୍ତି, କଂଗ୍ରେସ ଦଳ ଲୋକଙ୍କ ମତକୁ କେବେ ବୁଝି ପାରି ନାହିଁ। ଦଳ ନା ବିଶ୍ଳେଷଣ କରୁଛି କି ଭୁଲ କ’ଣ ନା ଦଳ ଠିକ କରିବାକୁ ଚାହୁଁଛି। ଦଳ ଭାବୁଛି କି ମୁଁ ହିଁ ଠିକ ଓ ଦେଶର ଜନତାଙ୍କ ସହ ବାକି ସବୁ ଭୁଲ। ଏହି ବିଚାରଧାରା ଯୋଗୁ ମୁଁ ଦଳ ଛାଡିବାକୁ ନିଷ୍ପତ୍ତି ନେଲି।
ସୂଚନାଯୋଗ୍ୟ, ଶୁକ୍ରବାର ପୂର୍ବତନ ମୁଖ୍ୟମନ୍ତ୍ରୀ କରିଣ କୁମାର ରେଡ୍ଡି କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ଭାଜପାର ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂ ଓ ଦଳର ମୁଖ୍ୟ ପ୍ରବକ୍ତା ଅନିଲ ବଲୁନିଙ୍କ ଉପସ୍ଥିତିରେ ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri