ପୁଣି ଏକାଠି ହେବେ କି ଲଭବାର୍ଡ! ଅମୀରଙ୍କୁ ନେଇ କହିଲେ ପୂର୍ବତନ ସ୍ତ୍ରୀ କିରଣ, ‘ଆମ ସମ୍ପର୍କ ସଚ୍ଚୋଟ’

ମୁମ୍ବାଇ: କିରଣ ରାଓ ବର୍ତ୍ତମାନ ତାଙ୍କ ଫିଲ୍ମ ଲାପତା ଲେଡିଜ ପାଇଁ ଚର୍ଚ୍ଚାରେ ଅଛନ୍ତି। କିରଣଙ୍କ ସହ ଅମୀର ଖାନ ମଧ୍ୟ ଏହି ଫିଲ୍ମ ନିର୍ମାଣ କରିଛନ୍ତି। ଫିଲ୍ମର ଟ୍ରେଲରକୁ ଦର୍ଶକମାନେ ଖୁବ୍‌ ପସନ୍ଦ କରିଛନ୍ତି । ତେବେ ନିକଟରେ ଫିଲ୍ମ ପ୍ରମୋସନ ପାଇଁ ଆସିଥିବା କିରଣ ଏକ ସାକ୍ଷାତକାରରେ ତାଙ୍କ ପୂର୍ବତନ ସ୍ବାମୀ ଅମୀରଙ୍କ ବିଷୟରେ କହିଛନ୍ତି।

ସାକ୍ଷାତକାରରେ ସେ କହିଛନ୍ତି, ବହୁତ ଲୋକ ମୋତେ ପଚାରନ୍ତି ଏକ୍ସ ସ୍ବାମୀ-ସ୍ତ୍ରୀ ହେବା ପରେ ଦୁହେଁ କିପରି ଭଲ ଜୀବନଯାପନ କରନ୍ତି? ଏସବୁ ସ୍ବାଭାବିକ କାରଣ ଆମେ ଏକାଠି କାମ କରିବା ଆରମ୍ଭ କରିଥିଲୁୁ। ଆମେ ପରସ୍ପରକୁ ବହୁତ ଭଲ ଭାବରେ ବୁଝୁ ଓ ଅନେକ ପ୍ରସଙ୍ଗରେ ମଧ୍ୟ ଆମର ସମାନ ମତ ରହିଥାଏ। କେବଳ ଏତିକି ନୁହେଁ ଆଜିଯାଏଁ ଆମ ମଧ୍ୟରେ କୌଣସି ମତଭେଦ ହୋଇ ନାହିଁ। ଆମ ଭିତରେ କୌଣସି ଝଗଡା ହୁଏ ନାହିଁ। ଆମ ସମ୍ପର୍କ ବହୁତ ସଚ୍ଚୋଟ ସମ୍ପର୍କ ଯାହା ଏତେଶୀଘ୍ର ଖରାପ ହେବ ନାହିଁ ।
କହିରଖୁଛୁ କି, ଅମୀର ୨୦୦୫ରେ କିରଣ ରାଓଙ୍କୁ ବିବାହ କରିଥିଲେ । ବିବାହର ୧୬ ବର୍ଷ ପରେ, ଦମ୍ପତି ୨୦୨୨ରେ ଅଲଗା ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri