ଦୀର୍ଘ ଦିନ ପରେ ସଂସଦରେ ଏକାଠି ନଜର ଆସିଲେ ଜୟା-କିରଣ

କିରଣ ଖେର ଜୟା ବଚ୍ଚନ ଦୀର୍ଘ ବର୍ଷ ପରେ ଦୁହେଁ ଏକାଠି ନଜର ଆସିଛନ୍ତି। ତାହା ପୁଣି ସଂସଦରେ। ଦୁହେଁ ଦୁଇ ଦଶନ୍ଧିର କଳାକାର। କିରଣ ଜୟାଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଶେୟାର କରି ଲେଖିଛନ୍ତି, ଏତେ ଦିନ ପରେ ସଂସଦରେ ଜୟା ବଚ୍ଚନଙ୍କୁ ଭେଟିବା ବହୁତ ଖାସ ଥିଲା। କିରଣଙ୍କ ଏହି ପୋଷ୍ଟରେ ପ୍ରଶଂସକମାନେ ବହୁତ କମେଣ୍ଟ କରୁଛନ୍ତି ।
ଜୟା ବଚ୍ଚନ ୨୦୦୪ ମସିହାରୁ ସମାଜବାଦୀ ପାର୍ଟିର ରାଜ୍ୟସଭାର ସଦସ୍ୟ ଅଟନ୍ତି। ଏଥି ସହ କିରଣ ଖେର ଚଣ୍ଡିଗଡ଼ରୁ ଭାଜପାର ଲୋକସଭା ସଦସ୍ୟ ଅଟନ୍ତି। ତେବେ ଏହି ଫଟୋରେ ଦୁହେଁ ସାଧାସିଧା ପୋଷାକରେ ନଜର ଆସିଛନ୍ତି । କିରଣ ଏକ ଧଳା ରଙ୍ଗର ସୁଟ ପିନ୍ଧିଥିବା ବେଳେ ଏବଂ ଜୟା ହଳଦିଆ ରଙ୍ଗର ଶାଢୀ ପିନ୍ଧିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri