ରାଜ୍ୟ ଓମ୍‌ଫେଡ୍‌ ବୋର୍ଡ ଅଧ୍ୟକ୍ଷ ହେବେ କଳାହାଣ୍ଡିର କିଶୋର ଚନ୍ଦ୍ର ପ୍ରଧାନୀ

କୋକସରା,୪ା୩(ଡି.ଏନ୍‌.ଏ.): ରାଜ୍ୟ ଓମ୍‌ଫେଡ୍‌ ବୋର୍ଡର ଅଧ୍ୟକ୍ଷ ହେବେ କଳାହାଣ୍ଡି ଜିଲା କୋକସରାର କିଶୋର ଚନ୍ଦ୍ର ପ୍ରଧାନୀ। ରାଜ୍ୟ ଓମ୍‌ଫେଡ୍‌ ବୋର୍ଡ ପାଇଁ ସେ ଜଣେ ମାତ୍ର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଆସନ୍ତା ୬ ତାରିଖରେ ବିଧିବଦ୍ଧ ଭାବେ ଓମ୍‌ଫେଡ୍‌ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ। ତେବେ ସେ ଜଣେ ମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିବା ବେଳେ କେବଳ ଔପଚାରିକ ଘୋଷଣା ବାକି ରହିଛି। ପୂର୍ବରୁ ସେ ବିକେଏନ୍‌ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓମ୍‌ଫେଡ୍‌ର ସଭାପତି ରହି ତିନି ଜିଲାରେ ବିଭିନ୍ନ କାର୍ଯ୍ୟକ୍ରମକୁ ସଫଳ ରୂପାୟନ ଦେବାସହ ଦୁଗ୍ଧ ଚାଷୀଙ୍କୁ ପ୍ରୋତ୍ସାହନ ଦେଇ ପାରିଦର୍ଶିତା ଦେଖାଇଛନ୍ତି। ରାଜ୍ୟର ଓମ୍‌ଫେଡ୍‌ ଅଧ୍ୟକ୍ଷ ହେବାନେଇ ଓମ୍‌ଫେଡ୍‌ର ଅଧିକାରୀ ଜେ. କେ.ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ ବର୍ତ୍ତମାନ କୋକସରା ସରପଞ୍ଚ ସହ କୋକସରା କୃଷି ସମବାୟ ସମିତିର ସଭାପତି ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଲାଞ୍ଜିଗଡ଼ରେ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ

ଲାଞ୍ଜିଗଡ,୫।୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୋଷ୍ଠୀ ଶିକ୍ଷା ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ତଥା ଖଡ଼ିଛୁଆଁ ଶନିବାର ଅନୁଷ୍ଠିତ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri