କାର୍ଟୁନିଷ୍ଟ୍‌ କିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜ୍ୟର ବିଶିଷ୍ଟ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ହୃଦ୍‌ଘାତରେ  ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ସେ ଦୁଇ ଦିନ ହେଲା ଅସୁସ୍ଥ ଥିଲେ। ରବିବାର ରାତିରେ ଶ୍ୱାସ ଜନିତ ସମସ୍ୟା ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ଇସିଜି ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

କେବଳ କାର୍ଟୁନ ନୁହେଁ, ଢୁମ୍ପା ସଙ୍ଗୀତରେ ମଧ୍ୟ ସେ ଓଡ଼ିଶାରେ ଘରେ ଘରେ ପରିଚିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?