୨୫ ବର୍ଷ ପରେ କରଣ ଜୋହରଙ୍କ ସହ ଫିଲ୍ମ କରିବେ ସଲମାନ

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନଙ୍କ ଅପକମିଙ୍ଗ ଫିଲ୍ମ ‘କିସି କା ଭାଇ କିସି କି ଜାନ’ ଇଦ୍‌ ଅବସରରରେ ମୁକ୍ତିଲାଭ କରିବ। ଏହି ସମୟରେ ଆଉ ଏକ ଖବର ସାମ୍ନାକୁ ଆସିଛି ଯେ, ସେ ଆସନ୍ତା ବର୍ଷର ଇଦ୍‌ ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଖବର ଅନୁଯାୟୀ ସଲମାନ ଖାନ ସ୍କ୍ରିପ୍ଟ ଖୋଜୁଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ଆଜିକାଲି ସଲମାନ ଖାନ ନିର୍ଦ୍ଦେଶକ କରଣ ଜୋହରଙ୍କ ସହ ଏକ ବଡ ବଜେଟ ଫିଲ୍ମ ପାଇଁ ଆଲୋଚନା କରୁଛନ୍ତି। କୁହାଯାଉଛ, ଉଭୟ ଏକ ବଡ ବଜେଟ ଚଳଚ୍ଚିତ୍ର ପାଇଁ ପ୍ରସ୍ତୁତ ହେଉଛନ୍ତି, ଯାହାର ସବିଶେଷ ତଥ୍ୟ ଏ ପର୍ଯ୍ୟନ୍ତ ଆସିନାହିଁ। ଯଦି ସବୁକିଛି ଠିକ ହୋଇଯାଏ ଏବଂ ଉଭୟଙ୍କ ମଧ୍ୟରେ ଏକ ଚୁକ୍ତି ହୁଏ, ତେବେ ପ୍ରାୟ ୨୫ ବର୍ଷ ପରେ କରଣ ଜୋହର ଏବଂ ସଲମାନ ପରସ୍ପର ସହିତ କାମ କରିବେ। କହି ରଖୁଛୁ, ସଲମାନ ଖାନ ଏବଂ କରଣ ଜୋହର ୧୯୯୮ ଚଳଚ୍ଚିତ୍ର ‘କୁଛ କୁଛ ହୋତା ହୈ’ରେ ଏକାଠି କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ହେଲା ଫିଲ୍ମ ‘କ୍ରୁ’: ଦମ୍‌ ଦେଖାଇଲେ ଏହି ୩ ଅଭିନେତ୍ରୀ

ମୁମ୍ବାଇ: କିଛି ବର୍ଷ ହେଲା ବଲିଉଡ୍‌ ଅଭିନେତ୍ରୀମାନେ ଫିଲ୍ମରେ ଚମତ୍କାର ପ୍ରଦର୍ଶନ କରିଆସୁଛନ୍ତି। ଏବେ ଫିଲ୍ମଗୁଡ଼ିକରେ ଆକ୍ସନ କେବଳ ହିରୋଙ୍କ କାନ୍ଧରେ ନୁହେଁ ବରଂ ଏହାର...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି...

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ...

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ...

ଅନୁଷ୍କାଙ୍କ ସ୍ମାଇଲ୍‌

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା କିଛିଦିନର ବ୍ୟବଧାନ ପରେ ପୁଣି ଇନ୍‌ଷ୍ଟାଗ୍ରାମକୁ ଫେରିଛନ୍ତି। ଏହି ଅଭିନେତ୍ରୀ ବର୍ତ୍ତମାନ ଲଣ୍ଡନରେ ଥାଇ ନବଜାତ ପୁତ୍ର ଅକାୟଙ୍କ ଯତ୍ନ...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ମୁନାୱାର ଫାରୁକିଙ୍କୁ ଅଟକ ରଖିଲା ପୋଲିସ

ମୁମ୍ବାଇ: ‘ବିଗ୍‌ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି । ବାସ୍ତବରେ ମୁନାୱାର ଫାରୁକିଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri