ଡ. ଅଚ୍ୟୁତ ସାମନ୍ତଙ୍କୁ ‘ନାଗରିକ ସମ୍ବର୍ଦ୍ଧନା’

ଭୁବନେଶ୍ୱର,୧୫।୯(ବ୍ୟୁରୋ): କିସ୍‌ ବିଶ୍ୱବିଦ୍ୟାଳୟକୁ ନିକଟରେ ବିଶ୍ୱର ସର୍ବଶ୍ରେଷ୍ଠ ୟୁନେସ୍କୋ ସାକ୍ଷରତା ପୁରସ୍କାର ମିଳିଛି। ଏ ନେଇ କିସ୍‌ ଓ କିଟ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଓଡ଼ିଶା ସଚେତନ ନାଗରିକ ଫୋରମ୍‌ ପକ୍ଷରୁ ବୁଧବାର ରବୀନ୍ଦ୍ର ମଣ୍ଡପରେ ‘ନାଗରିକ ସମ୍ବର୍ଦ୍ଧନା’ ପ୍ରଦାନ କରାଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇ କହିଛନ୍ତି, ସମସ୍ତେ ଆକାଶ ଛୁଇଁ ପାରୁଛନ୍ତି। ଆକାଶ ଛୁଇଁବା ସହଜ ହୋଇପାରେ। କିନ୍ତୁ ଅବକାଶ ଛୁଇଁବା ଏତେ ସହଜ ନୁହେଁ। ଡ. ସାମନ୍ତ ଅବକାଶ ଛୁଅନ୍ତୁ ବୋଲି ସେ ମତ ପ୍ରକାଶ କରିଥିଲେ। ଡ. ସାମନ୍ତ କହିଛନ୍ତି, କିସ୍‌ କୁ ଯେଉଁ ସମ୍ମାନ ମିଳିଛି ତାହା ଓଡ଼ିଶା ତଥା ଭାରତର ସମ୍ମାନ। ଓଡ଼ିଶାବାସୀ ଓ ଜନଜାତି ଭଉଣୀଭାଇଙ୍କ ସ୍ନେହ, ଶ୍ରଦ୍ଧାର ଆଶୀର୍ବାଦ ଯୋଗୁ ଏହା ମିଳିପାରିଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଉପସ୍ଥିତ ଥିଲେ। ଫୋରମର ସଭାପତି ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ସ୍ବାଗତ ଭାଷଣ ଓ ସମ୍ପାଦକ ତଥା ସିନେ ସମୀକ୍ଷକ ଦିଲୀପ ହାଲି ବିବରଣୀ ପ୍ରଦାନ କରିଥିଲେ। ଶିକ୍ଷାବିତ୍‌ ଡ. ସ୍ନେହ ମିଶ୍ର ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ: ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର, ୧୨।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?