କିସ୍‌ ଡେ’: ଚୁମ୍ବନ ସୂଚାଏ…

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ୍‌ ୧୪ରେ ଶେଷ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ପ୍ରେମୀଯୁଗଳ କିସ୍‌ ଡେ’ ପାଳନ କରିଥାନ୍ତି। କିସ୍‌ ବା ଚୁମ୍ବନ ସମ୍ପର୍କକୁ ଆହୁରି ସୁଦୃଢ଼ କରିଥାଏ। ଯଦି ଏହା ଆପଣଙ୍କର ପ୍ରଥମ ଭାଲେଣ୍ଟାଇନ୍ସ ସପ୍ତାହ ଏବଂ ଆପଣଙ୍କ ସାଥୀଙ୍କ ସହିତ ପ୍ରଥମ କିସ୍‌ ଡେ’ ହେବାକୁ ଯାଉଛି, ତେବେ ଏହା ଆପଣଙ୍କ ପାଇଁ ଅଧିକ ମହତ୍ତ୍ୱପୂର୍ଣ୍ଣ। ଏହି ଦିନ ସାଥୀଙ୍କୁ ଖାସ୍‌ ଅନୁଭବ କରିବାକୁ ପଡ଼ିବ। ପ୍ରେମିକା-ପ୍ରେମିକ ଏହିଦିନ ପରସ୍ପର ପ୍ରତି ରୋମାନ୍ସ ଦେଖାଇବାରେ କୁଣ୍ଠାବୋଧ କରିବା ଆଦୌ ଉଚିତ୍‌ ନୁହଁ। ଏହି ଖାସ୍‌ ଦିନରେ ଜାଣନ୍ତୁ କେଉଁ କିସ୍‌ କ’ଣ ସୂଚାଇଥାଏ।

ସିମ୍ପଲ କିସ୍‌:
ହାତ ଏବଂ ଗାଲରେ କିସ୍‌ କରିବାକୁ ସିମ୍ପଲ୍‌ କିସ୍‌ କୁହାଯାଏ। ଏହି କିସ୍‌ ଆପଣ ମାଆ, ବାପା, ଭାଇ, ଭଉଣୀ, ସାଙ୍ଗସାଥୀ ଏପରିକି ଛୋଟ ପିଲାଙ୍କୁ ମଧ୍ୟ କରିପାରିବେ।

ଫୋର୍‌ହେଡ୍‌ କିସ୍‌:
ଫୋର୍‌ହେଡ୍‌ ବା ମଥାରେ କିସ୍‌ କରିବାକୁ ବିଶେଷକରି ମହିଳାମାନେ ପସନ୍ଦ କରିଥାନ୍ତି। ଏହି କିସ୍‌ ସମ୍ପର୍କକୁ ଆହୁରି ନିବିଡ଼ ତଥା ଗଭୀର କରିଥାଏ। ଫୋର୍‌ହେଡ୍‌ କିସ୍‌ କପଲଙ୍କ ବ୍ୟତୀତ ଛୋଟ ପିଲାଙ୍କୁ ମଧ୍ୟ କରାଯାଇଥାଏ।

ଲିପ୍‌ କିସ୍‌:
ଲିପ୍‌ କିସ୍‌ ପାର୍ଟନରଙ୍କ ମଧ୍ୟରେ କମନ୍‌ କିସ୍‌ ହୋଇଥାଏ। ଲିପ୍‌ କିସ୍‌ରେ ପାର୍ଟନର ଅଧିକ ରୋମାଣ୍ଟିକ୍‌ ହୋଇଥାନ୍ତି। ପରସ୍ପରଙ୍କ ମଧ୍ୟରେ ପ୍ରେମର ରଜୁ ଆହୁରି ମଜଭୁତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri