Posted inଫୁରସତ

ସାପକୁ କିସ୍‌ କରୁଛନ୍ତି ଯୁବତୀ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ଯୁବତୀ ବିଷଧର ସାପ ପାଖକୁ ଆସି ତାକୁ ଗେଲ କରୁଥିବା ଦେଖିବାକୁ ମିଳୁଛି। ସେ ସାପ ପାଖରେ ବସି ତାକୁ କିସ୍‌ କରୁଛନ୍ତି। ସାଧାରଣତଃ ସାପକୁ ଦେଖିଲେ ଲୋକେ ଭୟ କରୁଥିବା ବେଳେ ମହିଳାଙ୍କ ଏଭଳି କାର୍ଯ୍ୟ ମଣିଷଙ୍କୁ ଆଶ୍ଚର୍ଯ୍ୟ କରିଦେଲା ଭଳି । ଭିଡଓଟି ଭାଇରାଲ ହେବାରେ ଲାଗିଛି

 

https://www.instagram.com/rasal_viper/?utm_source=ig_embed&ig_rid=8eec1938-856d-4132-9872-96f9be5becc5


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ଉଚ୍ଛେଦ ଆଗରୁ ଥଇଥାନ କର: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ରାସ୍ତା ପ୍ରଶସ୍ତୀକରଣ, ଡ୍ରେନ୍‌ ନିର୍ମାଣ ଏବଂ ଅନ୍ୟ ବିକାଶମୂଳକ ପ୍ରକଳ୍ପକୁ ଆଖି ଆଗରେ ରଖି ଏଭଳି…

ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଅଧ୍ୟକ୍ଷଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୦।୩: ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପାର୍ଟଟାଇମ୍‌ ଅଧ୍ୟକ୍ଷ ଅତନୁ ଚକ୍ରବର୍ତ୍ତୀ ବୁଧବାର ଅଚାନକ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ବ୍ୟାଙ୍କର ପ୍ରଶାସନ, ମନୋନୟନ ଓ ବେତନ କମିଟି…

ମା’ ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ସକାଳୁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି ହୋଇଛି। ଦ୍ବିତୀୟ ଦିବସ ଶୁକ୍ରବାରରେ ଦେବୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri