କିଟ୍‌ ପଲିଟେକ୍ନିକ୍‌ ରାଜ୍ୟରେ ୧ ନମ୍ବର

ଭୁବନେଶ୍ୱର,୪।୮: କ୍ୱାଲିଟି କାଉନ୍‌ସିଲ ଅଫ୍‌ ଇଣ୍ଡିଆ (କ୍ୟୁସିଆଇ)ର ନ୍ୟାଶନାଲ୍‌ ଆକ୍ରିଡିଟେସନ୍‌ ବୋର୍ଡ ଫର୍‌ ଏଜୁକେଶନ ଆଣ୍ଡ ଟ୍ରେନିଂ (ନାବେଟ୍‌) ଏବଂ ଷ୍ଟେଟ୍‌ କାଉନସିଲ୍‌ ଫର୍‌ ଟେକ୍ନିକାଲ୍‌ ଏଜୁକେଶନ ଓ ଭୋକେଶନାଲ ଟ୍ରେନିଂ ପକ୍ଷରୁ ୧ମ ଥର ଲାଗି ଓଡ଼ିଶାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ପଲିଟେକ୍ନିକ୍‌ ଶିକ୍ଷାନୁଷ୍ଠାନର ପୁଙ୍ଖାନୁପୁଙ୍ଖ ତର୍ଜମା ପରେ ଏହି ର଼୍ୟାଙ୍କିଙ୍ଗ୍‌ ପ୍ରଦାନ କରାଯାଇଛି।

ନିକଟରେ ଷ୍ଟେଟ୍‌ କାଉନସିଲ୍‌ର ମୁଖ୍ୟାଳୟଠାରେ ର଼୍ୟାଙ୍କିଙ୍ଗ୍‌ରେ ସ୍ଥାନ ପାଇଥିବା ଅନୁଷ୍ଠାନଗୁଡ଼ିକର ନାମ ଘୋଷଣା କରାଯାଇଥିଲା। ଏପରିକି କ୍ୟୁସିଆଇ ନାବେଟ ର଼୍ୟାଙ୍କିଙ୍ଗ୍‌ରେ ଉଭୟ ସରକାରୀ ଓ ବେସରକାରୀସ୍ତରରେ କିଟ୍‌ ପଲିଟେକନିକ୍‌ ଓଡ଼ିଶାରେ ପ୍ରଥମ ସ୍ଥାନ ଅଧିକାର କରିଛି। ଉଭୟ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ କିଟ୍‌ ପଲିଟେକ୍ନିକର ଅଧ୍ୟକ୍ଷ ଡ. ତନ୍ମୟ ମହାନ୍ତି, ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ସମସ୍ତ ଛାତ୍ରୀଛାତ୍ରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri