କିଟ୍‌ ପଲିଟେକ୍ନିକ୍‌ ରାଜ୍ୟରେ ୧ ନମ୍ବର

ଭୁବନେଶ୍ୱର,୪।୮: କ୍ୱାଲିଟି କାଉନ୍‌ସିଲ ଅଫ୍‌ ଇଣ୍ଡିଆ (କ୍ୟୁସିଆଇ)ର ନ୍ୟାଶନାଲ୍‌ ଆକ୍ରିଡିଟେସନ୍‌ ବୋର୍ଡ ଫର୍‌ ଏଜୁକେଶନ ଆଣ୍ଡ ଟ୍ରେନିଂ (ନାବେଟ୍‌) ଏବଂ ଷ୍ଟେଟ୍‌ କାଉନସିଲ୍‌ ଫର୍‌ ଟେକ୍ନିକାଲ୍‌ ଏଜୁକେଶନ ଓ ଭୋକେଶନାଲ ଟ୍ରେନିଂ ପକ୍ଷରୁ ୧ମ ଥର ଲାଗି ଓଡ଼ିଶାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ପଲିଟେକ୍ନିକ୍‌ ଶିକ୍ଷାନୁଷ୍ଠାନର ପୁଙ୍ଖାନୁପୁଙ୍ଖ ତର୍ଜମା ପରେ ଏହି ର଼୍ୟାଙ୍କିଙ୍ଗ୍‌ ପ୍ରଦାନ କରାଯାଇଛି।

ନିକଟରେ ଷ୍ଟେଟ୍‌ କାଉନସିଲ୍‌ର ମୁଖ୍ୟାଳୟଠାରେ ର଼୍ୟାଙ୍କିଙ୍ଗ୍‌ରେ ସ୍ଥାନ ପାଇଥିବା ଅନୁଷ୍ଠାନଗୁଡ଼ିକର ନାମ ଘୋଷଣା କରାଯାଇଥିଲା। ଏପରିକି କ୍ୟୁସିଆଇ ନାବେଟ ର଼୍ୟାଙ୍କିଙ୍ଗ୍‌ରେ ଉଭୟ ସରକାରୀ ଓ ବେସରକାରୀସ୍ତରରେ କିଟ୍‌ ପଲିଟେକନିକ୍‌ ଓଡ଼ିଶାରେ ପ୍ରଥମ ସ୍ଥାନ ଅଧିକାର କରିଛି। ଉଭୟ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସନ୍ତୋଷ ବ୍ୟକ୍ତ କରିବା ସହ କିଟ୍‌ ପଲିଟେକ୍ନିକର ଅଧ୍ୟକ୍ଷ ଡ. ତନ୍ମୟ ମହାନ୍ତି, ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ସମସ୍ତ ଛାତ୍ରୀଛାତ୍ରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri