ରୋଷେଇ ଘରର ଔଷଧ

ଆପଣ ଜାଣନ୍ତି କି ରୋଷେଇ ଘରେ ନିତ୍ୟ ବ୍ୟବହୃତ ହେଉଥିବା ଏଭଳି କେତେକ ଖାଦ୍ୟଦ୍ରବ୍ୟ ରହିଛି, ଯାହା ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। ଏଥିରେ ଥିବା ଔଷଧୀୟ ଗୁଣ ପାଇଁ ଏହା ଆମର ଅନେକ ଉପକାରରେ ଆସିଥାଏ। ଯେମିତି କି:

ଅଁଳା: ଭିଟାମିନ୍‌ ସି, ଆଣ୍ଟିଅକ୍ସିଡାଣ୍ଟ ଓ ମିନେରାଲ୍ସରେ ଭରା ଅଁଳା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ସହ ବ୍ରଣ ସମସ୍ୟାରୁ ମୁକ୍ତି, କ୍ୟାନ୍‌ସର ସହ ଲଢିବା ତଥା କେଶରେ ପ୍ରାକୃତିକ ଚମକ୍‌ ଆଣିବାରେ ବେଶ୍‌ ଉପକାରୀ ହୋଇଥାଏ।

ଡାଲ୍‌ଚିନି: କୋଲେଷ୍ଟରଲ୍‌ ଓ ବ୍ଲଡ୍‌ ସୁଗାର୍‌କୁ ନିୟନ୍ତ୍ରଣରେ ରଖିବା ସହ ଓଜନ କମାଇବାରେ ଏହା ସହାୟକ ହୋଇଥାଏ।

ଅଦା-ରସୁଣ: ସ୍ମରଣଶକ୍ତି ଓ ଭୋକ ବଢାଇବା, ଗ୍ୟାସ୍‌, ଆର୍ଥ୍ରାଇଟିସ୍‌, ସ୍ପଣ୍ଡିଲାଇଟ୍ସ, ଥଣ୍ଡା କାଶରୁ ଅଦା ଅନେକାଂଶରେ ମୁକ୍ତି ଦେଇଥାଏ। ରସୁଣ କୋଲେଷ୍ଟରଲ୍‌, ବ୍ଲଡ୍‌ ପ୍ରେସର୍‌କୁ ନିୟନ୍ତ୍ରଣରେ ରଖିବା ସହ ଥଣ୍ଡାଜନିତ ରୋଗରୁ ମଧ୍ୟ ସୁରକ୍ଷା ପ୍ରଦାନ କରିଥାଏ।

ମହୁ: ମହୁ ଓ ଅଦା ରସ ଖାଇଲେ ଥଣ୍ଡାକାଶରୁ କିଛି ମାତ୍ରାରେ ଉପଶମ ମିଳେ। ଏହା ହିମୋଗ୍ଲୋବିନ୍‌କୁ ବି ବଢ଼ାଇବାରେ ସାହାଯ୍ୟ କରେ। ଖଣ୍ଡିଆ କିମ୍ବା ପୋଡାଜଳା ସ୍ଥାନରେ ମହୁ ଲଗାଇଲେ ଆରାମ ମିଳେ।

ଗୁଡ: ଥଣ୍ଡା ସମସ୍ୟା ସହିତ ଗଳା ଓ ପେଟ ସମ୍ବନ୍ଧୀୟ ନାନାଦି ରୋଗରୁ ଏହା ଉପଶମ ଦେଇଥାଏ। ଥକ୍କାପଣ ବି ଦୂର କରିଥାଏ।

ଲେମ୍ବୁ: ଉଷୁମ ପାଣିରେ ଲେମ୍ବୁ ରସ ମିଶାଇ ପିଇଲେ, ଫ୍ରେଶ୍‌ ଲାଗେ। ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା, କୋଲେଷ୍ଟରଲ୍‌କୁ ନିୟନ୍ତ୍ରଣରେ ରଖିବାରେ ବି ଏହା ସାହାଯ୍ୟ କରେ।

 


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri