Posted inଖେଳ

କିୱି ଦଳ ବୋଲିଂରେ ଶ୍ରୀଲଙ୍କା ଚିତ୍‌ପଟାଙ୍ଗ, ୬୫ ରନ୍‌ରେ ହାରିଲା…

ମେଲବୋର୍ନ,୨୯।୧୦ : ଟି-୨୦ ବିଶ୍ୱକପରେ ଶନିବାର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ୍‌ ଖେଳାଯାଉଥିବା ମ୍ୟାଚ୍‌ରେ କିୱି ଦଳ ବୋଲିଂରେ ଶ୍ରୀଲଙ୍କା ଚିତ୍‌ପଟାଙ୍ଗ ମାରିଛି। ଶ୍ରୀଲଙ୍କା ଦଳ ୧୯.୨ ଓଭରରେ ୧୦ ଓ୍ବିକେଟ ହରାଇ ମାତ୍ର ୧୦୨ ରନ୍‌ ସଂଗ୍ରହ କରି ୬୫ ରନ୍‌ରେ ଶୋଚନୀୟ ପରାଜୟ ସ୍ବୀକାର କରିଛି।

ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲମସନ୍‌ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକାଙ୍କ ନେତୃତ୍ୱରେ ଦଳ ବୋଲିଂ ଆରମ୍ଭ କରିଥିଲେ।
ଏହି ମ୍ୟାଚ୍‌ରେ ଧାର୍ଯ୍ୟ ୨୦ ଓଭରରେ ନ୍ୟୁଜିଲାଣ୍ଡ ୭ ଓ୍ବିକେଟ ହରାଇ ୧୬୭ ରନ୍‌ କରିଥିଲା। ଫଳରେ ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ୍‌ ରହିଥିଲା। ନ୍ୟୁଜିଲାଣ୍ଡ ପକ୍ଷରୁ ଗ୍ଲେନ ଫିଲିପ୍‌ ୬୪ ବଲରେ ୧୦୪ ରନ୍‌ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri