Posted inଖେଳ

କର ବା ମର ମ୍ୟାଚ୍‌; ପ୍ରଥମେ ବ୍ୟାଟିଂ କରିବ କେକେଆର

ଦୁବାଇ,୧।୧୦: ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯିବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି କୋଲକାତା ନାଇଟ୍‌ ରାଇଡର୍ସ(କେକେଆର)କୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ ଦେଇଛନ୍ତି। ରାତିରେ କାକର ପଡ଼ିବାର ସମ୍ଭାବନା ଥିବାରୁ ରାହୁଲ ଏଭଳି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପକ୍ଷରେ ଆନ୍ଧ୍ରେ ରସେଲ ଓ ଲୋକି ଫର୍ଗୁସନଙ୍କ ଭଳି ଖେଳାଳିଙ୍କ ବିନା ଓହ୍ଲାଇବାକୁ ଯାଉଛି କୋଲକାତା। ଦୁଇ ଖେଳାଳି ଆହତ ସମସ୍ୟା କାରଣରୁ ଏହି ମ୍ୟାଚ୍‌ରୁ ବାଦ୍‌ ପଡ଼ିଥିବା କେକେଆର୍‌ ଅଧିନାୟକ ଇଆନ ମୋର୍ଗାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବିସି ପୁରସ୍କାର ଦୌଡ଼ରେ ଦୂତୀ

ନୂଆଦିଲ୍ଲୀ, ୪।୨- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ବିବିସିର ସର୍ବପ୍ରଥମ ଭାରତୀୟ ‘ସ୍ପୋଟର୍‌ସ ଓମ୍ୟାନ୍‌ ଅଫ୍‌ ଦି ଇୟର’ ପୁରସ୍କାର ଦୌଡ଼ରେ ସାମିଲ...

କଳା ଚଷମା ଗୀତରେ ନାଚିଲେ ଭାରତୀୟ ଖେଳାଳି

ହରାରେ,୨୩।୮: ଜିମ୍ବାୱେ ବିପକ୍ଷ ଦିନିକିଆ ସିରିଜକୁ ୩-୦ ବ୍ୟବଧାନରେ ଜିତିବା ପରେ ଭାରତୀୟ ଖେଳାଳିମାନେ ବିଜୟ ଉତ୍ସବ ପାଳନ କରିଥିଲେ। ଅଧିନାୟକ ଲୋକେଶ ରାହୁଲଙ୍କ ଠାରୁ...

ଖେଲୋ ଇଣ୍ଡିଆ ଇ- ପାଠଶାଳା ଲଞ୍ଚ୍‌ କରିବ ସାଇ

ନୂଆଦିଲ୍ଲୀ, ୩୧।୫ (ପି.ଟି.): ତୃଣମୂଳସ୍ତରରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଏକ ଅଭିନବ ପ୍ରୟାସ ଆରମ୍ଭ କରିବାକୁ ଯାଉଛି। ଜୁନ୍‌...

ଟି୨୦ ବିଶ୍ୱକପ୍‌ରେ ଦ୍ୱିତୀୟ ଥର ପାଇଁ ଶତକୀୟ ଓପନିଂ ଭାଗିଦାରୀ

ଆବୁଧାବି,୨।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଏପର୍ଯ୍ୟନ୍ତ ଅପରାଜେୟ ଥିବା ପାକିସ୍ତାନ ମଙ୍ଗଳବାର ଚାଲିଥିବା ମ୍ୟାଚ୍‌ରେ ନାମ୍ବିଆ ଆଗରେ ୧୯୦ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି।...

ପୁରସ୍କାର ରାଶିକୁ ସାମିଲ କରାଯିବା ଦୁଃଖଦାୟକ: ଦୂତୀ

ଭୁବନେଶ୍ୱର,୧୭।୭(କ୍ରୀଡ଼ା ପ୍ରତିନିଧି): ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ କିଛି ଦିନ ତଳେ ନିଜ ବିଏମ୍‌ଡବ୍ଲ୍ୟୁ କାର୍‌ ବିକିବା ପାଇଁ ଇଚ୍ଛା ଜାହିର କରିଥିଲେ। ସାମ୍ପ୍ରତିକ...

ରାଜସ୍ଥାନକୁ ହରାଇ ଦିଲ୍ଲୀ ଶୀର୍ଷରେ

ଜୟପୁର, ୨୩ା୪ (ପି.ଟି.)-ସ୍ଥାନୀୟ ସଓ୍ବାଇ ମାନସିଂ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଏକ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ ଅଜିଙ୍କ୍ୟ ରାହାନେ ଅପରାଜିତ ଶତକ ହାସଲ...

ବିଶ୍ୱକପ୍‌ ଜିତିବା ଧୋନୀଙ୍କ ଭାଗ୍ୟ, ଏହାର ଶ୍ରେୟ ଗାଙ୍ଗୁଲୀଙ୍କୁ ଯାଉଛି: ଗମ୍ଭୀର

ନୂଆଦିଲ୍ଲୀ,୧୨।୭: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବ ଓପନର୍‌ ଗୌତମ ଗମ୍ଭୀର ମହେନ୍ଦ୍ର ସିଂ ଧୋନୀ ଆଇସିସି ଟ୍ରଫି ଜିତିବାକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ...

ଅଷ୍ଟ୍ରେଲିୟ ଅଧିନାୟକଙ୍କୁ କିଣିଲେ ନାହିଁ କୌଣସି ଫ୍ରାଞ୍ଚାଇଜ୍‌, ରାଗିଯାଇ ଏଭଳି କହିଲେ ମାଇକେଲ କ୍ଲାର୍କ

ନୂଆଦିଲ୍ଲୀ,୨୦।୨: ନିକଟରେ ଶେଷ ହୋଇଛି ଆଇପିଏଲ୍‌ ୧୪ତମ ସଂସ୍କରଣ ଲାଗି ଖେଳାଳି ନିଲାମ ପ୍ରକ୍ରିୟା। ସମସ୍ତ ୮ ଫ୍ରାଞ୍ଚାଇଜ୍‌ ୨୨ ବିଦେଶୀ ଖେଳାଳିଙ୍କୁ କିଣିଛି। ହେଲେ...

Advertisement
Archives

Model This Week