Posted inଖେଳ

ପ୍ଲେ-ଅଫ୍‌ ଆଶା ଧୂଳିଶାତ୍‌: ପାରିଲେନି ବୋଲର

ଆବୁଧାବି,୮।୧୦: ମୁମ୍ବାଇ ଇଣ୍ଡିଆନ୍ସର ପ୍ଲେ-ଅପ୍‌କୁ ଉଠିବା ଆଶା ଧୂଳିଶାତ୍‌ ହୋଇଯାଇଛି। ପ୍ରଥମେ ଦଳକୁ ଯାହା ଦରକାର ଥିଲା ତାହା କରି ଦେଖାଇଥିଲେ ବ୍ୟାଟ୍ସମ୍ୟାନମାନେ। ହାଇଦ୍ରବାଦ୍‌ ଆଗରେ ଛିଡ଼ା କରିଥିଲେ ୨୩୬ ରନ୍‌ର ବିଶାଳ ଟାର୍ଗେଟ। ପ୍ରତିପକ୍ଷ ଦଳକୁ ୬୫ ରନ୍‌ ମଧ୍ୟରେ ଅଲଆଉଟ୍‌ କରିବାର ଆବଶ୍ୟକତା ଥିଲା। କିନ୍ତୁ ବୋଲରମାନେ ବିଫଳ ହୋଇଛନ୍ତି। ସନରାଇଜର୍ସ ପାଓ୍ବରପ୍ଲେରେ ୧ ଉଇକେଟରେ ହରାଇ ୭୦ ରନ୍‌ କରିଛି। ଜାସନ ରୟ ୩୪ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଅଭିଷେକ ଶର୍ମା ୩୦ ରନ୍‌ କରି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନେଟ୍‌ ରନରେଟ୍‌ ଛାଡ଼ି ସବୁ ଜିତିଲା ମୁମ୍ବାଇ

ଆବୁଧାବି,୮।୧୦: ଟସ୍‌ ଠାରୁ ଆରମ୍ଭ କରି ମ୍ୟାଚ୍‌ର ଫଳାଫଳ ପର୍ଯ୍ୟନ୍ତ ସବୁ କିଛି ଜିତି ନେଇଛି ମୁମ୍ବାଇ ଇଣ୍ଡିଆନ୍ସ। ତଥାପି ଆବଶ୍ୟକ ନେଟ୍‌ ରନରେଟ୍‌କୁ ହାସଲ...

ସଚିନଙ୍କଠାରୁ ଧୋନୀ: ଏହି ୫ ଖେଳାଳି ସେନା ପୋଷାକ ପିନ୍ଧି ଉଡାଇଥିଲେ ତ୍ରିରଙ୍ଗା

ଭାରତୀୟ କ୍ରିକେଟ ଦଳର ଏମିତି କିଛି ଖେଳାଳି ଅଛନ୍ତି, ଯେଉଁମାନେ ଭାରତୀୟ ସେନାରେ ନିଜକୁ ସାମିଲ କରିଛନ୍ତି। ହେମୁ ଅଧିକାରୀ, ମହେନ୍ଦ୍ର ସିଂ ଧୋନୀ, ସଚିନ...

ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା: ନ୍ୟାୟ ମାଗିଲେ ଯୁବି, ଭଜି

ହାଇଦ୍ରାବାଦ,୦୧।୧୧- ନିକଟରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଅପହରଣ, ଗଣବଳାତ୍କାର ପରେ ହତ୍ୟା କରାଯିବା ଘଟଣା ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦୋଷୀମାନଙ୍କୁ ଫାଶୀ ଦଣ୍ଡ...

ଏହି ରେଷ୍ଟୁରାଣ୍ଟ ପରସୁଛି ୫ଫୁଟ ଲମ୍ବର ମୋଟେରା ଥାଳି, ପରସାଯାଉଛି ଧୋନୀ, କୋହଲିଙ୍କ ନାମରେ ଖାଦ୍ୟ

ଅହମ୍ମଦାବାଦର କୋର୍ଟୟାଡ ବାଏ ମାରିଅଟ ଭାରତର ୨ଟି ସବୁଠୁ ପ୍ରିୟ କ୍ରିକେଟ ଏବଂ ଖାଦ୍ୟକୁ ୫ ଫୁଟ ଲମ୍ବର ଏକ ପ୍ଲେଟରେ ଏକାଠି କରିବାକୁ ଚେଷ୍ଟା...

କୋଟିପତି ହେଲେ ପାଡିକଲ

ବେଙ୍ଗାଲୁରୁ,୧୨।୨: ଆଇପିଏଲ୍‌-୨୦୨୨ ମେଗା ଅକ୍ସନର ଦ୍ୱିତୀୟ ସେଟ୍‌ ନିଲାମରେ ବାଜି ମାରିଛନ୍ତି ଦେବଦତ୍ତ ପାଡିକଲ। ତାଙ୍କୁ ରାଜସ୍ଥାନ ରୟାଲ୍ସ ୭.୭୫ କୋଟି ଟଙ୍କାରେ କିଣି ନେଇଛି।...

ହାଇଦ୍ରାବାଦରୁ କୋଲାକୋଙ୍କୁ ଆଣିଲା ଏଟିକେ

ହାଇଦ୍ରାବାଦ, ୧୦ା୪(ପି.ଟି.)-ହାଇଦ୍ରାବାଦ ଏଫ୍‌ସିରୁ ରେକର୍ଡ ଟ୍ରାନ୍ସଫର ଫି’ ବିନିମୟରେ ଲିଷ୍ଟନ କୋଲାକୋଙ୍କ ସହ ଚୁକ୍ତି କରିଛି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ଏଟିକେ ମୋହନବାଗାନ।...

କ୍ରିକେଟର୍‌ଙ୍କ ଲକେଟ୍‌କୁ ନେଇ ଜୋରଧରିଲା ଚର୍ଚ୍ଚା

ପାକିସ୍ତାନର ପେସର ହାସନ ଅଲି ତାଙ୍କ ବୋଲିଂରେ ବହୁତ ପ୍ରଭାବିତ କରିଛନ୍ତି କିନ୍ତୁ ଉଇକେଟ ନେବା ପରେ ଉତ୍ସବ ପାଳନ କରିବାର ଶୈଳୀ ଅନ୍ୟମାନଙ୍କଠାରୁ ସମ୍ପୂର୍ଣ୍ଣ...

ଆଇସିସି ହଲ୍‌ ଅଫ ଫେମ୍‌ରେ ସାମିଲ ହେଲେ ସଚିନ

ଲଣ୍ଡନ, ୧୯।୭: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହୋଇଛନ୍ତି। ତାଙ୍କ ସହ ଦକ୍ଷିଣ ଆଫ୍ରିକାର ମହାନ କ୍ରିକେଟର ଆଲାନ ଡୋନାଲ୍ଡ...

Advertisement
Archives

Model This Week