Posted inଖେଳ

ସିଏସ୍‌କେ ଆଗରେ ୧୭୨ ରନ୍‌ର ବିଜୟ ଲକ୍ଷ୍ୟ

ଆବୁଧାବି,୨୬।୯: ବିସ୍ଫୋରକ ଆରମ୍ଭ ସତ୍ତ୍ୱେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୭୧ ରନ୍‌ କରିବାକୁ ସକ୍ଷମ ହୋଇଛି। ଫଳରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଆଗରେ ଧାର୍ଯ୍ୟ ହୋଇଛି ୧୭୨ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା କେକେଆର୍‌ ଏକଦା ୫ ଓଭରରେ ୧ ଉଇକେଟ ହରାଇ ୫୦ ରନ୍‌ କରିଥିଲା। ଲାଗୁଥିଲା ଦଳ ବଡ଼ ସ୍କୋର ଛିଡ଼ା କରିବ। କିନ୍ତୁ ଚେନ୍ନାଇର ବୋଲରମାନେ କ୍ରମାଗତ ବ୍ୟବଧାନରେ ଉଇକେଟ ନେଇ କୋଲକାତାକୁ ୧୭୧/୬ରେ ଅଟକାଇ ଦେଇଥିଲେ। କୋଲକାତା ପାଇଁ ଶେଷ ଆଡ଼କୁ ଦୀନେଶ କାର୍ତ୍ତିକ (୨୬) ଓ ନୀତିଶ ରାଣା (୩୭*) ବିସ୍ଫୋରକ ଇନିଂସ ଖେଳିଥିଲେ। ଚେନ୍ନାଇ ପାଇଁ ଜୋଶ ହାଜେଲଉଡ ଓ ଶାର୍ଦ୍ଦୁ ଠାକୁର ନେଇଥିଲେ ୨ ଲେଖାଏ ଉଇକେଟ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଏ ଯୁବରାଜ ନା ବୁମ୍‌ରା: ସଚିନ

ନୂଆଦିଲ୍ଲୀ,୨।୭: ୨୦୦୭ରେ ଇଂଲଣ୍ଡ ବିପକ୍ଷରେ ଭାରତ ଖେଳିଥିବା ଟି-୨୦ ମ୍ୟାଚ୍‌ ଆଜି ବି ସ୍ମରଣୀୟ ହୋଇ ରହିଛି। ଏହି ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡ୍‌ଙ୍କ ଓଭରରେ ଯୁବରାଜ...

ସେମିରେ ବୋପାନ୍ନା-ଶାପୋଭାଲୋଭ

ରୋଟରଡାମ, ୧୪।୨(ପି.ଟି.)- ଏଠାରେ ଚାଲିଥିବା ଏବିଏନ୍‌ ଆମ୍‌ରୋ ଓ୍ବାଲର୍‌ଡ ଟେନିସ୍‌ ଟୁର୍ନାମେଣ୍ଟରେ ଭାରତୀୟ ଅଭିଜ୍ଞ ଖେଳାଳି ରୋହନ ବୋପାନ୍ନା ଓ ତାଙ୍କ କାନାଡ଼ା ପାର୍ଟନର ଡେନିସ...

ଜୁଭେଣ୍ଟର ଫରୱାର୍ଡ ଡେବାଲା ସୁସ୍ଥ

ମିଲାନ, ୮ା୫ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଜୁଭେଣ୍ଟର ଫରୱାର୍ଡ ପାଉଲୋ ଡେବାଲା ସୁସ୍ଥ ହୋଇଛନ୍ତି। ଡେବାଲାଙ୍କ ନମୁନା ପରୀକ୍ଷା ନେଗେଟିଭ୍‌ ଆସିଥିବା କ୍ଲବ ପକ୍ଷରୁ...

‘କ୍ରୀଡ଼ା ଏକତା ସୂତ୍ରରେ ବାନ୍ଧିଥାଏ’

ଭୁବନେଶ୍ୱର, ୧୮ା୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମି ବଢ଼ିବାରେ ଲାଗିଛି। ରାଜ୍ୟ ସରକାର କ୍ରମାଗତ ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍‌ ଆୟୋଜନ କରିଛନ୍ତି।...

ଧୋନୀ କରିବେ କୁକୁଡ଼ା ଫାର୍ମ

ରାଞ୍ଚି,୧୨।୧୧: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏବେ ମହେନ୍ଦ୍ର ସିଂ ଧୋନୀ କୁକୁଡ଼ା ଫାର୍ମ କରିବାକୁ ଯୋଜନା କରିଛନ୍ତି। ସେ ରାଞ୍ଚିରେ କଡ଼କନାଥ...

ଆଇପିଏଲ୍‌-୧୪: ସ୍ମିଥ୍‌ଙ୍କୁ ଛାଡ଼ିଲା ରାଜସ୍ଥାନ, ସାମସନ ଅଧିନାୟକ

ନୂଆଦିଲ୍ଲୀ,୨୧।୧(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫ୍ରାଞ୍ଚାଇଜ୍‌ଗୁଡିକ ଅଣ୍ଡର ପରଫର୍ମର ଖେଳାଳିମାନଙ୍କୁ ଛାଡିଛନ୍ତି। ଏନେଇ ଦଳଗୁଡିକ ରିଲିଜ୍‌ ତାଲିକା ପ୍ରକାଶିତ କରିଛନ୍ତି। କେତେକ ସୁପରଷ୍ଟାରଙ୍କୁ...

ଶ୍ରୀଲଙ୍କା ଲାଗି କର ବା ମର ସ୍ଥିତି

ଚେଷ୍ଟର-ଲି-ଷ୍ଟ୍ରିଟ୍‌,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଗାଣିତିକ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଶ୍ରୀଲଙ୍କାର ସେମିଫାଇନାଲ ଆଶା ଏବେ ମଧ୍ୟ ଉଜ୍ଜୀବିତ ରହିଛି। ସୋମବାର ଶ୍ରୀଲଙ୍କା ତା’ର ପରବର୍ତ୍ତୀ...

ଟିମ୍‌ ଇଣ୍ଡିଆକୁ ଫେରିବା ପଥରେ ରାହାନେ

ମୁମ୍ବାଇ,୧୮।୨: ଟେଷ୍ଟ କ୍ୟାରିୟରର ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଭାରତୀୟ ବ୍ୟାଟର ଅଜିଙ୍କ୍ୟ ରାହାନେ ଚଳିତ ଘରୋଇ ସିଜନର ପ୍ରଥମ ମ୍ୟାଚ୍‌ରେ ଶତକ ହାସଲ...

Advertisement
Archives

Model This Week