Posted inଖେଳ

ବର୍ଷା ଯୋଗୁ ଡିଏଲଏସ ନିୟମରେ କେକେଆର ୭ ରନ୍‌ରେ ହାରିଲା…

ମୋହାଲି,୧।୪ : ଡବଲ ହେଡର୍‌ର ପ୍ରଥମ ମ୍ୟାଚ ପଞ୍ଜାବ କିଙ୍ଗସ(ପିବିକେଏସ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପଞ୍ଜାବର ଘରୋଇ ଗ୍ରାଉଣ୍ଡ ମୋହାଲିରେ ଖେଳାଯାଥିବା ମ୍ୟାଚରେ ବର୍ଷା ଯୋଗୁ ଡିଏଲଏସ ନିୟମରେ କେକେଆର୍‌ ୭ ରନରେ ହାରିଛି। କେକେଆରର ୧୬ ଓଭର ଖେଳ ପରେ ବର୍ଷା ହୋଇଥିଲା।

ଡିଏଲଏସ ନିୟମ ଅନୁସାରେ ୧୬ ଓଭରବେଳକୁ ପଞ୍ଜାବ କିଙ୍ଗସ ୧୫୩ କରିଥିଲା। ମାତ୍ର କେକେଆର ୧୬ ଓଭରରେ ୭ ଓ୍ବିକେଟ ହରାଇ ୧୪୬ ରନ୍‌ କରିଥିଲା।

ପଞ୍ଜାବର ଅଧିନାୟକ ଶିଖର ଧାୱନଙ୍କ ନେତୃତ୍‌ରେ ଦଳ ପ୍ରଥମେ ବ୍ୟାଟିଂ କରିଥିଲା। କେକେଆର୍‌ର ଅଧିନାୟକ ନୀତୀଶ ରାଣାଙ୍କ ନେତୃତ୍ୱରେ ଦଳ ବୋଲିଂ କରିଥିଲା। ପଞ୍ଜାବ କିଙ୍ଗସ ପ୍ରଥମେ ବ୍ୟାଟିଂ କରି ଧାର୍ଯ୍ୟ ୨୦ ଓଭରରେ ୫ ଓ୍ବିକେଟ ହରାଇ ୧୯୧ ରନ୍‌ କରିଥିଲା। ଫଳରେ କେକେଆର ପାଇଁ ବିଜୟ ଲକ୍ଷ୍ୟ ୧୯୨ ରନ୍‌ ରହିଥିଲା। ପଞ୍ଜାବ କିଙ୍ଗସ ପକ୍ଷରୁ ପ୍ରଭସିମରନ୍‌ ସିଂ ୨୩ ରନ୍‌ କରିଥିବାବେଳେ ଶେଖର ଧାଓ୍ବନ ୪୦, ଭାନୁକା ରାଜପାକ୍ଷେ ୫୦, ଜିତେଶ ଶର୍ମା ୨୧, ସିକନ୍ଦର ରାଜା ୧୬, ସାମ କୁରାନ ଏବଂ ଶାହାରୁଖ ଖାନ ରନ୍‌ କରିଥିଲେ। ସେହିପରି କେକେଆର ପକ୍ଷରୁ ରହମାନୁଲ୍ଲା ଗୁରବାଜ ୨୨ ରନ୍‌ କରିଥିବାବେଳେ ଭେଙ୍କଟେଶ ଆୟାର ୩୪ ରନ୍‌, ନୀତୀଶ ରାଣା ୨୪, ଆଣ୍ଡ୍ରେ ରସେଲ ୩୫ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?