Posted inଖେଳ

କେକେଆର୍‌ର କ୍ଲାସିକାଲ ବୋଲିଂ, ୧୨୭ରେ ଅଟକିଲା ଦିଲ୍ଲୀ

ଶାରଜା,୨୮।୯: ଶାରଜା ଷ୍ଟାଡିୟମରେ ମଙ୍ଗଳବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୧୨୭ ରନ୍‌ରେ ରୋକି ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ଦଳୀୟ ବୋଲରଙ୍କ କାରଣରୁ ଏହା ସଫଳ ହୋଇପାରିଛି। ଲୋକି ଫର୍ଗୁସନ, ଭେଙ୍କଟେଶ ଆୟାର ଓ ସୁନିଲ ନାରିନ ୨ ଲେଖାଏ ଉଇକେଟ ନେଇଥିଲେ।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ଧାର୍ଯ୍ୟ ୨୦ ଓଭରରେ ୯ ଉଇକେଟ ହରାଇ ୧୨୭ ରନ୍‌ କରିଛି। ଦଳ ପାଇଁ ଷ୍ଟିଭ ସ୍ମିଥ (୩୯), ଅଧିନାୟକ ରିଷଭ ପନ୍ତ (୩୯), ଶିଖର ଧାଓ୍ବନ (୨୪)ଙ୍କୁ ଭଲ ଆରମ୍ଭ ମିଳିଥିଲା। କିନ୍ତୁ କେହି ବଡ଼ ଇନିଂସ ଖେଳିପାରି ନ ଥିଲେ। ଦିଲ୍ଲୀର କୌଣସି ବ୍ୟାଟ୍ସମ୍ୟାନ ଗୋଟିଏ ହେଲେ ଛକା ମାରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri