Posted inଖେଳ

ସୁଯୋଗ ଦେଲାନି କେକେଆର୍‌

ଶାରଜା,୧୩।୧୦: ଆରମ୍ଭରୁ ସ୍ପିନରଙ୍କୁ କାମରେ ଲଗାଇ ଦେଇଥିଲା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ବରୁଣ ଚକ୍ରବର୍ତ୍ତୀ(୨ ଉଇକେଟ)ଙ୍କ ସହ ଲୋକି ଫର୍ଗୁସନ ଓ ଶିବମ ମାଭିଙ୍କ ଯୋଡ଼ି ଦିଲ୍ଲୀ କ୍ୟାପିଟାଲ୍ସର କୌଣସି ବ୍ୟାଟ୍ସମ୍ୟାନଙ୍କୁ ଖସିବାକୁ ସୁଯୋଗ ଦେଇ ନ ଥିଲେ। ଫଳରେ ଦିଲ୍ଲୀ ୨୦ ଓଭରରେ ୫ ଉଇକେଟ ହରାଇ ୧୩୫ ରନ୍‌ କରିପାରିଛି।

କେବଳ ପୃଥ୍ବୀ ଶ’ଙ୍କୁ ଛାଡ଼ି ଦେଲେ ଟପ୍‌ ଅର୍ଡରରେ କେହି ବଲ ପିଛା ରନ୍‌ ଠାରୁ ଅଧିକ ଷ୍ଟ୍ରାଇକ୍‌ ରେଟ୍‌ରେ ଖେଳି ପାରି ନ ଥିଲେ। ୧୨ ବଲରେ ୨ ଚୌକା ଓ ୧ ଛକା ବଳରେ ସେ ଖେଳିଥିଲେ ୧୮ ରନ୍‌ର ଛୋଟିଆ ପାଳି। ବାଉଣ୍ଡ୍ରି ଖୋଜି ଖୋଜି ଆଉଟ୍‌ ହୋଇଥିଲେ ଶିଖର ଧାଓ୍ବନ (୩୬ ରନ୍‌, ୧ ଚୌକା ଓ ୨ ଛକା ), ମାର୍କସ ଷ୍ଟୋଇନିସ (୧୮) ଓ ରିଷଭ ପନ୍ତ (୬)। ଜୀବନ ଦାନ ପାଇବା ପରେ ଶିମରନ ହେଟମାୟର (୧୭) ଦୁଇଟି ଛକା ଲଗାଇଥିଲେ। ଶ୍ରେୟାସ ଆୟାର (୩୦) ଶେଷ ପର୍ଯ୍ୟନ୍ତ ଅପରାଜିତ ରହିବା ସତ୍ତ୍ୱେ ଦିଲ୍ଲୀର ସ୍କୋର ଅଟକି ଯାଇଥିଲା ୧୩୫/୫ରେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri