Posted inଖେଳ

ଏସ୍‌ଆର୍‌ଏଚ୍‌ ପାଇଁ ୧୭୨ ରନ୍‌ର ବିଜୟ ଲକ୍ଷ୍ୟ ରଖିଲା କେକେଆର୍‌

ହାଇଦ୍ରାବାଦ,୪ା୫: ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ ୨୦୨୩ର ୪୭ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ସନ୍‌ରାଇଜର୍ସ ହାଇଦ୍ରାବାଦ ଆଗରେ୧୭୨ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି।

ଏହି ମ୍ୟାଚରେ କୋଲକାତା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। କୋଲକାତା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଓ୍ବିକେଟ ହରାଇ ୧୭୧ ରନ୍‌ କରିଥିଲା। ଫଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌)କୁ ବିଜୟ ପାଇଁ ୧୭୨ ରନ୍‌ କରିବାକୁ ପଡ଼ିବ।

ସନରାଇଜର୍ସ ହାଇଦ୍ରାବାଦର ଖେଳାଳିଙ୍କ ମଧ୍ୟରେ ମୟଙ୍କ ଅଗ୍ରୱାଲ, ଅଭିଷେକ ଶର୍ମା, ଏଡେନ ମାର୍କରମ (କ୍ୟାପଟେନ), ଏନ୍‌ରିଚ୍‌ କ୍ଲାସେନ (ଓ୍ବିକେଟକିପର), ହ୍ୟାରି ବ୍ରୁକ, ଅବଦୁଲ ସମାଦ, ମାର୍କୋ ଜନସେନ, ମୟଙ୍କ ମାର୍କାଣ୍ଡେ, ଭୁବନେଶ୍ୱର କୁମାର, କାର୍ତ୍ତିକ ତ୍ୟାଗୀ, ଟି .ନଟରାଜନ ଥିବା ବେଳେ କୋଲକାତା ନାଇଟ୍‌ ରାଇଡର୍ସର ଖେଳାଳିଙ୍କ ମଧ୍ୟରେ ରହମାନୁଲ୍ଲା ଗୁରୁବାଜ (ଓ୍ବିକେଟ୍‌କିପର), ଜସନ ରୟ, ଭେଙ୍କଟେଶ ଆୟର, ନୀତିଶ ରାଣା (କ୍ୟାପଟେନ), ଆଣ୍ଡ୍ରେ ରସେଲ, ରିଙ୍କୁ ସିଂ, ସୁନୀଲ ନାରିନ, ଶାର୍ଦ୍ଦୁଳ ଠାକୁର, ବୈଭ ଆରୋରା, ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତୀ ଖେଳୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri