ରାଜସ୍ଥାନ ସାମ୍ନାରେ ୧୭୫ ରନ୍‌ ବିଜୟ ଲକ୍ଷ୍ୟ ରଖିଲା କେକେଆର୍‌

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଏକ ମୁକାବିଲାରେ ବୁଧବାର ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା କେକେଆର୍‌ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୭୪ ରନ୍‌ ସଂଗ୍ରହ କରିଛି। ଦଳ ପକ୍ଷରୁ ଓପନର୍‌ ଶୁବମନ ଗିଲ୍‌ ୪୭, ନୀତୀଶ ରାଣା ୨୨, ଆନ୍ଦ୍ରେ ରସେଲ ୨୪ ଓ ଇଅନ ମୋର୍ଗାନ ୩୪ ରନ କରିଥିଲେ। ଅଧିନାୟକ ଦୀନେଶ କାର୍ତ୍ତିକ (୧) ବିଫଳ ହୋଇଥିଲେ। ପ୍ରତିପକ୍ଷ ରାଜସ୍ଥାନ ପକ୍ଷରୁ ଜୋଫ୍ରା ଆର୍ଚର ୨ଟି ଏବଂ ଅଙ୍କିତ ରାଜପୁତ, ଜୟଦେବ ଉନାଡକଟ ଓ ଟମ୍‌ କୁରାନ ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri