Posted inଖେଳ

RCBକୁ ୧୭୫ ରନର ଟାର୍ଗେଟ ଦେଲା KKR

କୋଲକାତା,୨୨।୩: ଆଇପିଏଲ ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ଓ ରୟାଲ ଚ୍ୟାଞ୍ଜେର୍ସ ବାଙ୍ଗାଲୋର ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା କୋଲକାତା ନାଇଟ ରାଇଡର୍ସ ପ୍ରତିପକ୍ଷ RCB ଆଗରେ ୧୭୫ ରନର ଟାର୍ଗେଟ ରଖିଛି।କୋଲକାତା ନାଇଟ ରାଇଡର୍ସ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ୱିକେଟ ହରାଇ ୧୭୪ ରନ କରିଥିଲା। ଗୋଟିଏ ସମୟରେ KKRର ସ୍କୋର ୯.୫ ଓଭରରେ ଗୋଟିଏ ୱିକେଟ ହରାଇ ୧୦୭ ରନ ଥିଲା। ରାହାଣେ ଏବଂ ନାରିନ ଆଉଟ ହେବା ମାତ୍ରେ, କେକେଆର ବ୍ୟାଟସମ୍ୟାନମାନେ ଜଣକ ପରେ ଜଣେ ଆଉଟ ୋଇ ଯାଇଥିଲେ। କୋଲକାତା ପାଇଁ ଅଧିନାୟକ ରାହାଣେ ସର୍ବାଧିକ ୫୬ ରନ କରିଥିଲେ। ନାରିନ ୪୪ ରନର ଇନିଂସ ଖେଳିଥିଲେ। ଆରସିବି ପକ୍ଷରୁ କୃଣାଲ ପାଣ୍ଡ୍ୟା ସର୍ବାଧିକ ତିନୋଟି ୱିକେଟ ନେଇଥିଲେ। ଜୋଶ ହାଜେଲଉଡ ଦୁଇଟି ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପ୍ଲାଣ୍ଟରେ ଭାରତରେ ଆଇଫୋନ ଉତ୍ପାଦନ ଆରମ୍ଭ, ଟାରିଫ୍ ପ୍ରଭାବିତ ଚାଇନାଠୁ ଦୂରାଉଛି ଆପଲ

ନୂଆଦିଲ୍ଲୀ, ୨୯।୪: ଆପଲ ତାମିଲନାଡୁରେ ଟାଟା ଇଲେକ୍ଟ୍ରୋନିକ୍ସର ଏକ ନୂତନ ପ୍ଲାଣ୍ଟରେ ଆଇଫୋନ ଉତ୍ପାଦନ ଆରମ୍ଭ କରିଛି, ଏବଂ ବେଙ୍ଗାଲୁରୁରେ ଫକ୍ସକନ ଦ୍ୱାରା ପରିଚାଳିତ ଦ୍ୱିତୀୟ...

ୟୁଜିସି ନେଟ୍‌ ଫର୍ମ ଆବେଦନର ଶେଷ ତାରିଖ ମେ ୭

ଭୁବନେଶ୍ୱର,୨୯।୪(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଜାତୀୟ ଯୋଗ୍ୟତା ପରୀକ୍ଷା (ଏନ୍‌ଇଟି)-୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ...

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧...

ଲିଟର ପିଛା ୨ ଟଙ୍କା ବଢ଼ିଲା କ୍ଷୀର ମୂଲ୍ୟ, ନୂତନ ଦର ତାଲିକା ଜାଣନ୍ତୁ

ଭୁବନେଶ୍ୱର, ୨୯।୪: ଦେଶର ଅଗ୍ରଣୀ କ୍ଷୀର ଉତ୍ପାଦନ କମ୍ପାନୀ ମଦର ଡେରୀ ଦିଲ୍ଲୀ-ଏନସିଆର ଅଞ୍ଚଳ ସମେତ ସମସ୍ତ ଅପରେଟିଂ ମାର୍କେଟରେ କ୍ଷୀର ମୂଲ୍ୟ ବୃଦ୍ଧି କରିଛି।...

ଚଳନ୍ତା ବସ୍‌ରୁ ସୁନା ହାର ଲୁଟି ଫେରାର ହେବାକୁ ଉଦ୍ୟମ, ଲୁଟେରାଙ୍କୁ କାବୁ କଲେ ଯାତ୍ରୀ

ବରଗଡ଼, ୨୯।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ସୋହେଲା ଥାନା ଲେଖାପଖର ନିକଟରେ ମଙ୍ଗଳବାର ଏକ ଚଳନ୍ତା ବସରୁ ସୁନାହାର ଲୁଟ ଘଟଣା ଚର୍ଚ୍ଚାର ବିଷୟ...

ସେନାକୁ ସବୁଜ ସଙ୍କେତ ଦେଲେ ପ୍ରଧାନମନ୍ତ୍ରୀ, ହେବ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ, ୨୯।୪: ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଜାତୀୟ...

ଝିଅର ମୁଣ୍ଡନ ପାଇଁ ଯାଇଥିଲେ, ବାଙ୍କେଶ୍ୱରୀ ଘାଟିରେ ଓଲଟି ପଡ଼ିଲା ଅଟୋ;୯ ଆହତ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ମା’ ନିଜ ବାଙ୍କେଶ୍ୱରୀ ଘାଟି ରାସ୍ତାର ପିଲିକାଢିଅ ଗ୍ରାମ ନିକଟ ବୁଲାଣିରେ...

Pahalgam attack: ଅପରେଟରଙ୍କ ବିଷୟରେ ସାଂଘାତିକ ଖୁଲାସା!

ଶ୍ରୀନଗର, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ସମୟରେ ଜଣେ Zipline Operatorଙ୍କ ଦ୍ୱାରା “ଆଲ୍ଲାହୋ ଆକବର” କହୁଥିବା ଏକ ଭିଡିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri