Posted inଖେଳ

ବିସ୍ଫୋରକ ଓପନିଂ ପାର୍ଟନରଶିପ୍‌ ସତ୍ତ୍ୱେ ଭଲ ସ୍କୋର ଛିଡ଼ା କରିପାରିଲାନି ମୁମ୍ବାଇ

ଆବୁଧାବି,୨୩।୯: ଏଠାରେ ଗୁରୁବାର ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ପ୍ରତିପକ୍ଷ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଆଗରେ ଛିଡ଼ା କରିଛି ୧୫୬ ରନ୍‌ର ବିଜୟ ଲକ୍ଷ୍ୟ।

ମୁମ୍ବାଇକୁ ଭଲ ଆରମ୍ଭ ଦେଇଥିଲା ଅଧିନାୟକ ରୋହିତ ଶର୍ମା (୩୩) ଓ କୁଇଣ୍ଟନ ଡି’କକ୍‌ (୫୫)ଙ୍କ ଓପନିଂ ଯୋଡ଼ି। ଦୁହେଁ ୯ ଓଭରରେ ୭୮ ରନ୍‌ କରିଥିଲେ। ଲାଗୁଥିଲା ଦଳ ଭଲ ସ୍କୋର ଛିଡ଼ା କରିବ। କିନ୍ତୁ କେକେଆର୍‌ ବୋଲରଙ୍କ ମାପ ଚୁପ ବୋଲିଂ ସାଙ୍ଗକୁ ଜବରଦସ୍ତ ଫିଲ୍ଡିଂ କାରଣରୁ ଡିଫେଣ୍ଡିଂ ଚାମ୍ପିୟନ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇଥିଲା। ଫଳରେ ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୫୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା ମୁମ୍ବାଇ। କୋଲକାତା ପାଇଁ ପ୍ରସିଦ୍ଧ କ୍ରିଷ୍ଣା ଓ ଲୋକି ଫର୍ଗୁସନ ୨ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କ ପାଇଁ ପ୍ରାର୍ଥନା କରୁଥିଲେ ଠାକୁର

ନୂଆଦିଲ୍ଲୀ,୨୭।୧: ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ସିରିଜ୍‌ ଜିତିବାରେ ଶାର୍ଦ୍ଦୁଲ ଠାକୁରଙ୍କ ଅବଦାନ ଉଲ୍ଲେଖନୀୟ ଥିଲା। ଗାବା ଟେଷ୍ଟର ପ୍ରଥମ ଇନିଂସରେ ୬୭ ସ୍କୋର କରି ଭାରତକୁ...

ବେଙ୍ଗାଲୁରୁ ବୁଲ୍ସ ବିଜୟୀ

ଚେନ୍ନାଇ, ୧୮ା୮ (ପି.ଟି.)- ଚଳିତ ପ୍ରୋ-କବାଡ଼ି ଲିଗ୍‌ରେ ଶନିବାର ବେଙ୍ଗାଲୁରୁ ବୁଲ୍ସ ୩୨-୨୧ରେ ତାମିଲ ଥଲାଇଭାସକୁ ହରାଇ ଦେଇଛି। ଏହି ବିଜୟ ଦ୍ୱାରା ଦଳ ୮ଟି...

ବ୍ରିସ୍‌ବେନ୍‌ରେ ଆଘାତ ସମସ୍ୟା ଜର୍ଜରିତ ଭାରତୀୟ ଦଳର ଅଭ୍ୟାସ

ବ୍ରିସ୍‌ବେନ୍‌,୧୪।୧(ପି.ଟି.): ଆଘାତ ସମସ୍ୟା ଜର୍ଜରିତ ଭାରତୀୟ କ୍ରିକେଟ ଦଳ ବୁଧବାର ବ୍ରିସ୍‌ବେନ୍‌ରେ ଅଭ୍ୟାସ କରିଛି। ସ୍ଥାନୀୟ ଗାବା ଗ୍ରାଉଣ୍ଡରେ ଦଳର ପ୍ରଥମ ଟ୍ରେନିଂ ସେସନରେ ଭାରତୀୟ...

ଟି୨୦: ପାକିସ୍ତାନ ସିରିଜ ବିଜୟୀ

ଲାହୋର, ୧୫ା୨- ସ୍ଥାନୀୟ ଗଦାଫି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ତୃତୀୟ ତଥା ନିର୍ଣ୍ଣାୟକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ପାକିସ୍ତାନ ୮ଟି ବଲ୍‌ ଥାଇ ୪ ଉଇକେଟରେ...

ପୁଣି ଥରେ ଆଇଓଏ ବୈଠକ ଡକାଇଲେ କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଲୀ,୨୪।୮(ପିଟି): କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁ ଭାରତୀୟ ଅଲିମ୍ପିକ୍‌ ମହାସଂଘ (ଆଇଓଏ)କୁ ଆଉ ଥରେ ବୈଠକ ପାଇଁ ଡକାଇଛନ୍ତି। ବର୍ତ୍ତମାନ ଆଇଓଏ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଫେଡେରେଶନ...

କ୍ରିକେଟର ଶ୍ରୀସନ୍ଥଙ୍କ ବିରୋଧରେ ଆସିଥିଲା ଏଭଳି ଅଭିଯୋଗ…

ମୁମ୍ବାଇ,୬।୨: ଭାରତୀୟ କ୍ରିକେଟର ଶାନ୍ଥାକୁମାରନ ଶ୍ରୀସନ୍ଥଙ୍କୁ ଶନିବାର ୩୮ବର୍ଷ ପୂରଣ ହୋଇଛି। ସେ ୩୯ ବର୍ଷରେ ପାଦ ଦେଇଛନ୍ତି। ୧୯୮୩ ଫେବୃୟାରୀ ୬ରେ ସେ କେରଳର...

ଫେରିବା ସଙ୍କେତ ଦେଲେ ଧୋନୀ

ନୂଆଦିଲ୍ଲୀ,୧୬।୧(ପି.ଟି.)- ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ଖେଳାଳିଙ୍କ ତାଲିକାରୁ ବାଦ୍‌ ପଡ଼ିଥିବା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗୁରୁବାର କ୍ରିକେଟକୁ ଫେରିବା ସଙ୍କେତ ଦେଇଛନ୍ତି।...

ଆଜି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍‌: ଜାଣନ୍ତୁ କେବେ, କେଉଁଠି ଦେଖିବେ ମ୍ୟାଚ୍‌

ନୂଆଦିଲ୍ଲୀ,୧୭।୧୧: ଟି-୨୦ ବିଶ୍ୱକପ ୨୦୨୧ ଶେଷ ହେବା ପରେ ଭାରତ ଏବଂ ନ୍ୟୁଜିଲାଣ୍ଡର ଦଳ ଦ୍ୱିପାକ୍ଷିକ ସିରିଜରେ ମୁକାବିଲା କରିବେ। ତିନିଟି ଟି-୨୦ ଅନ୍ତର୍ଜାତୀୟ ସିରିଜରେ...

Advertisement
Archives

Model This Week