Posted inଖେଳ

ଆଜିି କେକେଆର୍‌କୁ ଭେଟିବ ଆରସିବି, ଇଡେନ ଗାର୍ଡେନ୍ସରେ ହେବ ଲଢେଇ

କୋଲକାତା,୬।୪: ଆଜି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ମ୍ୟାଚ୍‌ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ପ୍ରଥମ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ନାଇଟ୍‌ ରାଇଡର୍ସ ବିଜୟ ଖାତା ଖୋଲି ପାଇଁ ଚେଷ୍ଟା କରିବ।

ନାଇଟ୍‌ ରାଇଡର୍ସ: ନୀତୀଶ ରାଣା (ଅଧିନାୟକ), ରହମନୁଲ୍ଲା ଗୁର୍ବାଜ, ଭେଙ୍କଟେଶ ଆୟର, ଆନ୍ଦ୍ରେ ରସେଲ, ସୁନିଲ ନାରାୟଣ, ଶାର୍ଦୁଲ ଠାକୁର, ଲୋକି ଫର୍ଗୁସନ, ଉମେଶ ଯାଦବ, ଟିମ ସାଉଦି, ହର୍ଷିତ ରାଣା, ବରୁଣ ଚକ୍ରବର୍ତ୍ତି, ଅନୁକୁଳ ରୟ, ରିଙ୍କୁ ସିଂହ, ଏନ ଜଗଦୀସାନ, ବେଭବ ଆରୋରା, ସୁୟାଶ ଶର୍ମା, ଡେଭିଡ ୱିଜ, କୁଲବନ୍ତ ଖେଜ୍ରୋଲିୟା, ଲିଟନ ଦାସ, ମନଦୀପ ସିଂହ।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର: ଫାଫ ଡୁ’ପ୍ଲେସିସ (ଅଧିନାୟକ), ବିରାଟ କୋହଲି, ସୁୟାଶ ପ୍ରଭୂଦେଶାଇ, ଦୀନେଶ କାର୍ତ୍ତିକ, ଅନୁଜ ରାୱତ, ଫିନ ଆଲିନ, ଗ୍ଲେନ ମ୍ୟାକ୍ସୱେଲ, ୱାନିନ୍ଦୁ ହସରଙ୍ଗା, ଶାହବାଜ ଅହମଦ, ହର୍ଷଲ ପଟେଲ, ଡେଭିଡ ୱିଲି, କର୍ଣ୍ଣ ଶର୍ମା, ମହିପାଲ ଲୋମରୋର, ମହମ୍ମଦ ସିରାଜ, ଜୋସ ହାଜଲେଉଡ, ସିଦ୍ଧାର୍ଥ କେଲ, ଅକାଶ ଦୀପ, ରିସି ଟପ୍ଲେ, ହିମାଂଶୁ ଶର୍ମା, ମିଚେଲ ବ୍ରେସୱେଲ।


Enter your email to get our daily news in your inbox.

All Right Reserved By Dharitri.Com

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri