Posted inଖେଳ

ପାଓ୍ବାର ପ୍ଲେରେ ଚମତ୍କାର କଲେ ଆଇପିଏଲ୍‌ର ସବୁଠୁ ଦାମୀ ଖେଳାଳି

ଅହମ୍ମଦାବାଦ,୨୨।୫: ଆଇପିଏଲ ୨୦୨୪ର ପ୍ଲେ ଅଫର ପ୍ରଥମ କ୍ୱାଲିଫାୟର୍‌ରେ କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଫାଇନାଲ୍‌ ଟିକେଟ୍‌ କାଟିଛି। ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିଲା। ସନରାଇଜର୍ସ ହାଇଦ୍ରାବାଦ ହୁଏତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା, କିନ୍ତୁ ମିଚେଲ ଷ୍ଟାର୍କ ମ୍ୟାଚର ଦ୍ୱିତୀୟ ବଲରେ ଏଭଳି ମାରାତ୍ମକ ବଲ ବୋଲିଂ କରିଥିଲେ ଯେ ଟ୍ରାଭିସ ହେଡ ସମ୍ପୂର୍ଣ୍ଣ ଭାବେ ଫସି ଯାଇଯାଇଥିଲେ। ଟ୍ରାଭିସ ହେଡ ଶୂନ ସ୍କୋରରେ ଆଉଟ ହୋଇଥିଲେ। ଏହା କ୍ରମାଗତ ଦ୍ୱିତୀୟ ମ୍ୟାଚ ଯେତେବେଳେ ହେଡ କ୍ଲିନ ବୋଲ୍ଡ ହୋଇ ପାଭିଲିୟନକୁ ଫେରିଛନ୍ତି।
ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ ପୂର୍ବରୁ ମିଚେଲ ଷ୍ଟାର୍କ ଆଇପିଏଲ ୨୦୨୪ରେ ୧୨ ଟି ମ୍ୟାଚ ଖେଳିବା ପରେ ମାତ୍ର ୧୨ ଉଇକେଟ ନେଇପାରିଥିଲେ। କିନ୍ତୁ ହାଇଦ୍ରାବାଦ ବିପକ୍ଷ ପ୍ରଥମ କ୍ୱାଲିଫାୟର୍‌ ମ୍ୟାଚରେ ମିଚେଲ ଷ୍ଟାର୍କ କ୍ରମାଗତ ତିନି ଓଭର ସ୍ପେଲ୍‌ କରିଥିଲେ। ସେ ପ୍ରଥମ ଓଭରରେ ଟ୍ରାଭିସ ହେଡ ବୋଲ୍ଡ କରିଥିଲେ। ସେ ଦ୍ୱିତୀୟ ଓଭରରେ କୌଣସି ଉଇକେଟ ନେଇପାରି ନ ଥିଲେ, କିନ୍ତୁ ତୃତୀୟ ଓଭରରେ ସେ ପ୍ରଥମେ ନୀତୀଶ ରେଡ୍ଡୀଙ୍କୁ ଏବଂ ପରେ ଶାହବାଜ ଅହମ୍ମଦଙ୍କୁ ପାଭିଲିୟନକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri