Categories: ଖେଳ

ଟସ ଜିତିଲା କେକେଆର, ପ୍ରଥମେ ବୋଲିଂ…

କୋଲକାତା,୨୦।୫ : ଆଇପିଏଲ ୨୦୨୩ର ୬୮ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍‌ସ(ଏଲଏସଜି)ମଧ୍ୟରେ ଖେଳାଯାଉଛି। କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ କେକେଆର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍‌ ଅଧିନାୟକ ନୀତିଶ ରାଣାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଛି। ସେହିପରି ଏଲଏସଜି ଦଳ ଅଧିନାୟକ କୃଣାଳ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଛି।

Share