ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା କୋଲକାତା

ମୁମ୍ବାଇ,୨।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୪୭ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଶ୍ରେୟାସ୍‌ ଆୟର ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରିବ।
କୋଲକାତା ନାଇଟ ରାଇଡର୍ସ : ଶ୍ରେୟାସ ଆୟର(ଅଧିନାୟକ), ବାବା ଇନ୍ଦ୍ରଜିତ (ଓ୍ବିକେଟ କିପର), ଆରୋନ ଫିଞ୍ଚ, ଭେଙ୍କଟେଶ ଆୟର, ସୁନୀଲ ନାରିନ, ନୀତିଶ ରାଣା, ଆଣ୍ଡ୍ରେ ରୁସେଲ, ରିଙ୍କୁ ସିଂହ, ଉମେଶ ଯାଦବ, ଟିମ୍‌ ସୋଉଥାଇ, ହର୍ଷିତ ରାଣା, ଆଜିଙ୍କ୍ୟା ରାହାଣେ, ମହମ୍ମଦ ନବୀ, ସାମ ବିଲିଙ୍ଗସ୍‌, ପେଟ କ୍ୟୁମିନ୍ସ, ଶେଲଡନ୍‌ ଜାକସନ୍‌, ଚମିକା କରୁନାରତ୍ନେ, ଅନୁକୁଲ ରୟ, ଶିଭମ ମାଭି, ପ୍ରଥମ ସିଂହ, ଅଭିଜିତ ତୋମାର, ବରୁଣ ଚକ୍ରବର୍ତ୍ତୀ, ଅମନ ହାକିମ ଖାନ, ଅଶୋକ ଶର୍ମା, ରମେଶ କୁମାର।
ରାଜସ୍ଥାନ ରୟାଲ୍ସ : ସଞ୍ଜୁ ସାମସନ(ଅଧିନାୟକ/ ଓ୍ବିକେଟ କିପର), ଜୋଶ ବଟଲର, ଦେବଦତ୍ତ ପାଡିକାଲ, ଡେରିିଲ୍‌ ମିଶେଲ, ଶିମରନ ହେଟମେୟର, ରିଆନ ପରାଗ, ରବିଚନ୍ଦ୍ରନ ଅଶ୍ୱିନ, ଟେଣ୍ଟ ବୋଲ୍ଟ, ପ୍ରଶିଦ୍ଧ କ୍ରିଷ୍ଣା, ୟୁଜବେନ୍ଦ୍ର ଚହଲ, କୁଲଦୀପ ସେନ, କରୁଣ ନାଏର, ଜେମ୍ସ ନୀଶାମ, ରାଶି ବନ ଡେର ଡୁସେନ, ନଭଦୀପ ସାଇନି, କେ.ସି. ସାରିଆପ୍ପା, ଅବେଡ ମେକକୋଏ, ତେଜସ୍‌ ବରୋକା, କୁଲଦୀପ ଯାଦବ, ୟାଶଭି ଜୈଶଓ୍ବାଲ, ଅନୁନଏ ସିଂହ, ଧ୍ରୁବ ଜୁରେଲ, ଶୁଭମ ଗରଓ୍ବାଲ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?