Posted inଖେଳ

୨୧ ରନରେ କେକେଆର ବିଜୟ…

ବେଙ୍ଗାଲୁରୁ,୨୬।୪: ଆଇପିଏଲର ୩୬ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଛି। ମ୍ୟାଚରେ

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ହରାଇ କୋଲକାତା ନାଇଟ ରାଇଡର୍ସ ବିଜୟ ହୋଇଛି ।

କୋଲକାତା ନାଇଟ ରାଇଡର୍ସ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୨୦୦ ରନ୍‌ କରିଥିଲା। ଫଳରେ ବାଙ୍ଗାଲୋର ପାଇଁ ୨୦୧ ବିଜୟ ଲକ୍ଷ୍ୟ ରହିଥିଲା।

ତେବେ ଧାର୍ଯ୍ୟ ୨୦୧ ରନ ଲକ୍ଷ୍ୟର ପିଛା କରି ଆରସିବି ୨୦ ଓଭରରେ ୮ଉଇକେଟ୍ ୧୭୯ ରନ କରିଛି। ଫଳରେ କେକେଆରଠାରୁ ୨୧ ରନରେ ପରାସ୍ତ ହୋଇଛି।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କୋଲକାତା ନାଇଟ ରାଇଡର୍ସ ବ୍ୟାଟିଂ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri