୬ ୱିକେଟ୍‌ରେ କେକେଆର୍ ବିଜୟୀ…

ମୁମ୍ବାଇ, ୨୬।୩ : ଆଇପିଏଲ୍ ସିଜିନ୍ ୧୫ର ପ୍ରଥମ ମ୍ୟାଚ୍ରେ କୋଲକାତା ନାଇଟ ରାଇଡର୍ସ(କେକେଆର୍) ମୁମ୍ବାଇର ଓ୍ବାଙ୍ଖେଡ୍ ଷ୍ଟାଡିୟମ୍ରେ ୧୮.୩ ଓଭରରେ ୪ ୱିକେଟ ହରାଇ ୧୩୩ ରନ୍ ହାସଲ କରି ବିଜୟୀ ହୋଇଛି।

ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ର ୧୩୨ ରନ୍ ବିଜୟ ଲକ୍ଷ୍ୟକୁ ହାତରେ ଗୋଟିଏ ଓଭର ୩ ବଲ୍ ଥାଇ କେକେଆର୍ ହାତେଇ ନେଇଛି ।

ସିଏସ୍କେ ପକ୍ଷରୁ ମହେନ୍ଦ୍ର ସିଂ ଧୋନୀ ୩୮ ବଲ୍ ଖେଳି ଦଳ ପକ୍ଷରୁ ସର୍ବାଧିକ ୫୦ ରନ୍ କରିଥିଲେ । ସେ ୭ ଟି ଚୌକା ଏବଂ ଗୋଟିଏ ଛକା ମାଧ୍ୟମରେ ନିଜର ଅର୍ଦ୍ଧ ଶତକ ପୂରଣ କରିଥିବାବେଳେ ରବିନ୍ଦ୍ର ଜାଡ଼େଜା ୨୮ ବଲ୍ ରେ ୨୬ ରନ୍ କରିଥିଲେ । ରବିନ୍ଦ୍ର ଗୋଟିଏ ଛକା ମାରିଥିଲେ ।

ସେହିପରି କେକେଆର୍ ପକ୍ଷରୁ ଅଜ୍ୟଙ୍କେ ରାହାଣେ ୪୪ ରନ୍ କରିଥିବାବେଳେ ଉମେଶ ଯାଦବଙ୍କୁ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri