କେକେଆର୍‌ର ଶୋଚନୀୟ ପରାଜୟ…

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଶୋଚନୀୟ ପରାଜୟ ସ୍ୱୀକାର କରିଛି । ଧାର୍ଯ୍ୟ ୧୭୭ ରନ୍ ଲକ୍ଷ୍ୟର ପିଛା କରି  କେକେଆର୍ ୧୪.୩  ଓଭରରେ  ସମସ୍ତ  ୱିକେଟ ହରାଇ  ୧୦୧ ରନ୍ କରି ପାରିଥିଲା ।

କେକେଆର୍ ପକ୍ଷରୁ ଅରୁଣ ଫିଞ୍ଜ୍ ୧୪ ବଲରେ  ୧୪ ରନ୍ କରିଥିଲେ । ସେହିପରି ଆଣ୍ଡ୍ର ରସେଲ୍  ୧୯ ବଲରେ ୪୫ ରନ୍‌, ସୁନୀଲ ନାରିନେ  ୧୨  ବଲରେ ୨୨ ରନ୍ କରିଥିଲେ ।

ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ କେକେଆର୍‌ ଅଧିନାୟକ ଶ୍ରେୟାସ ଆୟରର ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏଲ୍‌ଏସ୍‌ଜି ଅଧିନାୟକ କେ.ଏଲ୍‌. ରାହୁଲଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଥିଲେ।

ନିର୍ଦ୍ଧାରିତ ୨୦ ଓଭରରେ ଏଲ୍‌ଏସ୍‌ଜି ୭ ଓ୍ବିକେଟ ହରାଇ ୧୭୬ ରନ୍‌ କରିଥିଲା। ଫଳରେ କେକେଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୭୭ ରନ୍‌ ରହିଥିଲା।

ଏଲ୍‌ଏସ୍‌ଜି ପକ୍ଷରୁ କ୍ୱିଣ୍ଟନ ଡି କକ ୨୯ ବଲ୍‌ରେ ୫୦ ରନ୍‌ କରିଥିବାବେଳେ ଦୀପକ ହୋଦା ୨୭ ବଲ୍‌ରେ ୪୧ ରନ୍‌ ଏବଂ କୁନାଲ ପାଣ୍ଡ୍ୟା ୨୭ ୨୫ ବଲ୍‌ରେ ରନ୍‌ କରିଥିଲେ। ମର୍କସ୍‌ ଷ୍ଟାଓନିଶ୍‌ ୧୪ ବଊ୍‌ରେ ୨୮ ରନ୍‌ କରିଛନ୍ତି। ଅପରପକ୍ଷରେ ଆୟୁଷ ବାଦୋନି ୧୮ବଲ୍‌ରେ ୧୫ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri