ବାପା ହେବେ କେଏଲ ରାହୁଲ; ଗୁଡ୍ ନ୍ୟୁଜ ଦେଲେ ଆଥିୟା ସେଟ୍ଟୀ

ମୁମ୍ବାଇ,୮।୧୧: ବଲିଉଡ ଅଭିନେତ୍ରୀ ଆଥିୟା ସେଟ୍ଟୀ ଏବଂ କ୍ରିକେଟର କେଏଲ ରାହୁଲଙ୍କ ଘରକୁ ଆସିବାକୁ ଯାଉଛି ବଡ ଖୁସି ଖବର। ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ଅଭିନେତ୍ରୀ ତାଙ୍କର ପ୍ରେଗ୍ନେନ୍ସି ଘୋଷଣା କରିଛନ୍ତି। ଦୁହେଁ ଏକ ଫଟୋ ଶେୟାର କରି ଲେଖିଛନ୍ତି, ”ଆମର ଅତିସୁନ୍ଦର ଆଶୀର୍ବାଦ ଖୁବଶୀଘ୍ର ଆସୁଛି, ୨୦୨୫।” ଏଥିସହିତ ଏକ କୁନି ପିଲାର ପାଦ ଫଟୋ ମଧ୍ୟ ସେଠାରେ ଦେଖିବାକୁ ମିଳୁଛି।

ରାହୁଲ ଏବଂ ଆଥିୟାଙ୍କ ଖୁସି ଖବର ଶୁଣି ତାଙ୍କର ପରିବାର ଓ ପ୍ରଶଂସକମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଥିୟାଙ୍କ ଭାଇ ଆହାନ ପୋଷ୍ଟରେ କମେନ୍ଟ କରି ଶୁଭେଚ୍ଛା ଜଣାଇଥିବା ବେଳେ ଖୁବଶୀଘ୍ର କୁନି କେଏଲ ରାହୁଲ ଦୁନିଆକୁ ଆସିବାକୁ ଯାଉଥିବା ୟୁଜର୍ସମାନେ କମେଣ୍ଟ କରିଛନ୍ତି।

କେଏଲ ରାହୁଲ ଏବଂ ଆଥିୟା ସେଟ୍ଟୀ ଦୀର୍ଘ ଦିନ ଡେଟ କରିବା ପରେ ୨୩ ଜାନୁଆରୀ ୨୦୨୩ରେ ବିବାହ କରିଥିଲେ। ଏହି ବିବାହ ସୁନୀଲ ସେଟ୍ଟୀଙ୍କ ଫାର୍ମ ହାଉସରେ ହୋଇଥିଲା। ଏବେ ଏହି ଦମ୍ପତି ବାପା, ମା’ ହେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri