ରାହୁଲ-ଆଥିଆଙ୍କ ବିବାହକୁ ମୋବାଇଲ୍‌ ମନା

ଷ୍ଟାର ଇଣ୍ଡିଆନ କ୍ରିକେଟର କେ.ଏଲ ରାହୁଲ ଏବଂ ବଲିଉଡର ଅଭିନେତ୍ରୀ ଆଥିଆ ଶେଟ୍ଟି ଜାନୁଆରୀ ୨୩ରେ ବିବାହ ବନ୍ଧନରେ ଆବଦ୍ଧ ହେବେ। ଚାନ୍ଦଲାସ୍ଥିତ ସୁନୀଲ ଶେଟ୍ଟୀଙ୍କ ବଙ୍ଗଳା ଠାରେ ଉଭୟ ପରସ୍ପରର ହାତ ଧରିବେ। ରାହୁଲ ଏବଂ ଆଥିଆଙ୍କ ବିବାହକୁ ଆସୁଥିବା ଅତିଥିମାନଙ୍କୁ ମୋବାଇଲ ଫୋନ ଆଣିବାକୁ ଅନୁମତି ଦିଆଯିବ ନାହିଁ। ବିବାହ ଫଟୋ ଭାଇରାଲ ନ ହେବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ବିବାହରେ କେବଳ ୧୦୦ ଅତିଥି ଯୋଗଦେବେ। ଅତିଥିଙ୍କ ମଧ୍ୟରେ କେବଳ ପରିବାର ସଦସ୍ୟ ଏବଂ ଘନିଷ୍ଠ ବନ୍ଧୁମାନେ ଉପସ୍ଥିତ ରହିବେ।
ରାହୁଲ ଏବଂ ଆଥିଆଙ୍କ ଜାନୁଆରୀ ୨୧ରେ ସଂଗୀତ ଏବଂ ୨୨ ମେହେନ୍ଦୀ କାର୍ଯ୍ୟକ୍ରମ ଶେଷ ହୋଇଛି। ଉଭୟ ଦକ୍ଷିଣ ଭାରତୀୟ ରୀତିନୀତି ଅନୁଯାୟୀ ବିବାହ କରିବେ। ବିବାହ ପାଇଁ ଚାନ୍ଦଲାସ୍ଥିତ ସୁନୀଲ ଶେଟ୍ଟୀଙ୍କ ବଙ୍ଗଳାର ସାଜସଜ୍ଜା ଆରମ୍ଭ ହୋଇଛି। ବିବାହରେ ଉପସ୍ଥିତ ଥିବା ସମସ୍ତ ଅତିଥି ରେଡିସନ ହୋଟେଲରେ ରହିବେ। ସୁନୀଲ ଶେଟ୍ଟୀ ଏହି ସବୁ ଜିନିଷର ବ୍ୟବସ୍ଥା କରିଛନ୍ତି। ବିବାହ ପରେ, ନବଦମ୍ପତି ଏପ୍ରିଲ ମାସରେ ରିସେପ୍ସନ କରିବେ, ଏଥିରେ ବହୁ ବଲିଉଡ ସେଲିବ୍ରିଟି ଏବଂ ସମସ୍ତ କ୍ରିକେଟର ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri