Posted inଖେଳ

ପଞ୍ଜାବକୁ ଭଲ ଫିନିଶିଂ ଦେଲେ ରାହୁଲ-ହରପ୍ରୀତ

ଅହମ୍ମଦାବାଦ,୩୦।୪ : ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଆଗରେ ୧୮୦ ରନ୍‌ର ଟାର୍ଗେଟ ଛିଡ଼ା କରିଛି କିଙ୍ଗ୍ସ ପଞ୍ଜାବ। ଅଧିନାୟକ ଲୋକେଶ ରାହୁଲ ଓ ହରପ୍ରୀତ ବ୍ରାରଙ୍କ ଯୋଡ଼ି ପଞ୍ଜାବକୁ ଦେଇଥିଲା ଭଲ ଫିନିଶିଂ। ଦୁହେଁ ଅନ୍ତିମ ୩୨ ବଲରେ ଦଳୀୟ ସ୍କୋରରେ ଯୋଡ଼ି ଥିଲେ ୬୧ ରନ୍‌।

ଇନିଂସ ଆରମ୍ଭରୁ ଅଧିନାୟକ ରାହୁଲ ଓ କ୍ରିସ ଗେଲ୍‌ ପଡ଼ିଆର ଚାରିଆଡ଼େ ଛକା, ଚୌକାର ବର୍ଷା କରିଥିଲେ। ଦ୍ୱିତୀୟ ଉଇକେଟ ଲାଗି ୭ ଓଭରରେ ୮୦ ରନ୍‌ କରିଥିଲେ ଦୁହେଁ। ଗେଲ (୪୬ ରନ୍‌, ୬ ଚୌକା ଓ ୨ ଛକା)ଙ୍କ ଉଇକେଟ ସହ ମ୍ୟାଚ୍‌କୁ ଫେରିଥିଲା ଆରସିବି। ମାତ୍ର ୧୯ ରନ୍‌ରେ ୪ ଉଇକେଟ ହରାଇ ଦିଗହରା ହୋଇଯାଇଥିଲା ପଞ୍ଜାବର ଇନିଂସ। କିନ୍ତୁ ଶେଷକୁ ରାହୁଲ ଓ ହରପ୍ରୀତ ଦଳକୁ ଦେଇଥିଲେ ଭଲ ଫିନିଶିଂ। ଫଳରେ ୫ ଉଇକେଟ ହରାଇ ୧୭୯ ରନ୍‌ କରିବାକୁ ସକ୍ଷମ ହୋଇଥିଲା ପଞ୍ଜାବ। ରାହୁଲ ୯୧ *(୭ ଚୌକା ଓ ୫ ଛକା) ଓ ବ୍ରାର ୨୫* (୧ ଚୌକା ଓ ୨ ଛକା) ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡଚ୍‌ ଓପନ୍‌ ବ୍ୟାଡମିଣ୍ଟନ: ଲକ୍ଷ୍ୟଙ୍କୁ ଟାଇଟଲ

ଅଲମେର,୧୩।୧୦(ପି.ଟି.)- ଉଦୀୟମାନ ବ୍ୟାଡମିଣ୍ଟନ ତାରକା ଭାରତର ଲକ୍ଷ୍ୟ ସେନ ଆଉ ଏକ ବିଶ୍ୱସ୍ତରୀୟ ସଫଳତା ଅର୍ଜନ କରିଛନ୍ତି। ନେଦରଲାଣ୍ଡ୍ସର ଅଲମେରଠାରେ ଖେଳାଯାଇଥିବା ଡଚ୍‌ ଓପନ୍‌ ବ୍ୟାଡମିଣ୍ଟନ...

କୋଭିଡି-୧୯: ଆରୋଗ୍ୟ ଲାଭ କଲେ କଲମ୍ବିଆ ସାଇକ୍ଳିଷ୍ଟ

ବୋଗୋଟା,୨୭।୩ (ଏଏଫପି):  ସାରା ବିଶ୍ୱରେ କାରୋନା ଭାଇରସର ଆତଙ୍କ ଜାରି ରହିଥିବାବେଳେ କଲମ୍ପିଆର ଜଣେ ସାଇକ୍ଲିଷ୍ଟ ଏଥିରୁ ଆରୋଗ୍ୟ ଲାଭ କରିଛନ୍ତି। ୨୫ ବର୍ଷୀୟ ଫର୍ଣ୍ଣାଣ୍ଡୋ...

ଆଇପିଏଲ ୨୦୨୦ ଉଦ୍‌ଘାଟନୀ:  ମୁମ୍ବାଇକୁ ମାତ୍‌ ଦେଲା ଚେନ୍ନାଇ

ଆବୁଧାବି, ୨୦।୯- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣ ଶନିବାର ସ୍ଥାନୀୟ ଶେଖ ଜାୟେଦ ଷ୍ଟାଡିୟମରେ ଆରମ୍ଭ ହୋଇଛି। କରୋନା ଭାଇରସ ସଂକ୍ରମଣ ଯୋଗୁ ୟୁନାଇlଟଡ...

ଅନ୍‌ଲାଇନ ଚେସ୍‌: ଆରିନ ଚାମ୍ପିୟନ, ରବୀନ୍ଦ୍ର ରନର୍ସଅପ୍‌

ଭୁବନେଶ୍ୱର, ୪।୫(କ୍ରୀଡ଼ା ପ୍ରତିନିଧି)- ରାଜ୍ୟର ଅଗ୍ରଣୀ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୭ତମ ଅନ୍‌ଲାଇନ୍‌ ଚେସ୍‌ରେ ଲୋୟଲା ସ୍କୁଲର ଆରିନ ଅନ୍ବେଷ...

ଅର୍ଜୁନ ପୁରସ୍କାର: ମୀରାବାଈ, ସାକ୍ଷୀଙ୍କ ନାମ ବାଦ୍‌ ଦିଆଗଲା

ନୂଆଦିଲ୍ଲୀ, ୨୨।୮(ପି.ଟି.)-ଚଳିତ ବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ମନୋନୀତ କ୍ରୀଡ଼ାବିତ୍‌ଙ୍କ ନାମକୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଶୁକ୍ରବାର ଆନୁଷ୍ଠାନିକ ଭାବେ ଅନୁମୋଦନ କରିଛି। ଅବସରପ୍ରାପ୍ତ...

ଦକ୍ଷିଣ ଆଫ୍ରିକା ସେମିରେ

କେପ୍‌ଟାଉନ୍‌,୨୩ା୨(ପି.ଟି.): ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମହିଳା ଟି୨୦ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି ଆୟୋଜକ ଦଳ। ଅନ୍ତିମ ଗ୍ରୁପ୍‌ ମ୍ୟାଚରେ ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ...

ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ କ୍ରିକେଟ ଟ୍ରେନିଂ ଦେଉଛନ୍ତି ବୀରେନ୍ଦ୍ର ସେହ୍ବାଗ, ଶେୟାର କଲେ ଫଟୋ

ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣକୁ ବର୍ଷେ ପୂରିଛି। ଏହି ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କୁ ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର...

ଶ୍ରୀଲଙ୍କା କ୍ରିକେଟରଙ୍କ ଲାଗି ସମୟ ସୀମା ଜୁଲାଇ ୮

କଲମ୍ବୋ, ୬ା୭ (ପି.ଟି.)- ବିବାଦୀୟ ଜାତୀୟ ଚୁକ୍ତିରେ ତୁରନ୍ତ ସ୍ବାକ୍ଷର କରିବା ଲାଗି ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି) ଏହାର କ୍ରିକେଟରମାନଙ୍କୁ ନିର୍ଦ୍ଦେଶ ଦେଇଛି। ଏଥିପାଇଁ ସମୟସୀମା...

Advertisement
Archives

Model This Week