Posted inଖେଳ

ଶତକ ସହ ମହାନ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ରାହୁଲ

ଲଡର୍‌ସ, ୧୨।୮: ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଗୁରୁବାର ଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଓପନର ଲୋକେଶ ରାହୁଲ ଖେଳିଛନ୍ତି ଶତକୀୟ ପାଳି। କ୍ରିକେଟର ଅନ୍ତୁଡିଶାଳ କୁହାଯାଉଥିବା ଲଡର୍‌ସର ହନର୍ସ ବୋର୍ଡରେ ସ୍ଥାନ ପାଇଛନ୍ତି ରାହୁଲ। ଲଡର୍‌ସରେ ଶତକ ହାସଲ କରିବାରେ ସେ ଭାରତର ୧୦ମ ବ୍ୟାଟ୍ସମ୍ୟାନ। ଏଥିପୂର୍ବରୁ ଅନ୍ତିମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ଅଜିଙ୍କ୍ୟ ରାହାନେ ୨୦୧୪ରେ ଶତକ ଲଗାଇଥିଲେ। ଏହାବାଦ୍‌ ବିନୁ ମଙ୍କଡ (୧୯୫୨) ଓ ରବି ଶାସ୍ତ୍ରୀ (୧୯୯୦)ଙ୍କ ପରେ ତୃତୀୟ ଭାରତୀୟ ଓପନର ଭାବେ ରାହୁଲ ଏହି ସଫଳତା ପାଇଛନ୍ତି।

ଆରମ୍ଭରୁ ଧିମା ବ୍ୟାଟିଂ କରିଥିବା ରାହୁଲ ସାଥି ଓପନର ରୋହିତ ଶର୍ମା (୮୩) ଆଉଟ୍‌ ହେବା ପରେ ରଙ୍ଗ ବଦଳିଥିଲେ। ୨୧୨ ତମ ବଲରେ ହାସଲ କରିଥିଲେ ଶତକ। ତାଙ୍କ ପାଳିରେ ସାମିଲ ଥିଲା ୯ ଚୌକା ଓ ୧ ଛକା।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri