Posted inଖେଳ

ମେଡିକାଲରେ ଭର୍ତ୍ତି ହେଲେ ରାହୁଲ

ଅହମ୍ମଦାବାଦ,୨।୫ : ଆଇପିଏଲ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଲୋକେଶ ରାହୁଲଙ୍କ ଆପେଣ୍ଡିସାଇଟ୍ସ ଅସ୍ତ୍ରୋପଚାର କରାଯିବ। ଏହି କାରଣରୁ ତାଙ୍କୁ ମୁମ୍ବାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଏଥିନେଇ ଅତିକମ୍‌ରେ ଗୋଟେ ସପ୍ତାହ ପାଇଁ ସେ ଆଇପିଏଲରୁ ଦୂରେଇ ରହିବେ। ତାଙ୍କ ଅନୁପସ୍ଥିତିରେ ପଞ୍ଜାବର ନେତୃତ୍ୱ ଭାର ସମ୍ଭାଳୁଛନ୍ତି ମୟଙ୍କ ଅଗ୍ରାଓ୍ବାଲ।

ଗତ ଶନିବାର ରାତିରେ ତଳି ପେଟରେ ଯନ୍ତ୍ରଣା ହେଉଥିବା କହିଥିଲେ ରାହୁଲ। ଔଷଧ ନେବା ପରେ ମଧ୍ୟ କମ୍‌ ହୋଇ ନ ଥିଲା ଯନ୍ତ୍ରଣା। ତାଙ୍କୁ ଜରୁରୀକାଳିନ ରୁମ୍‌କୁ ନିଆଯାଇ ବିଭିନ୍ନ ଟେଷ୍ଟ କରାଯାଇଥିଲା। ରିପୋର୍ଟରୁ ଜଣାପଡ଼ିଥିଲା ତାଙ୍କୁ ତୁରନ୍ତ ଆପେଣ୍ଡିସାଇଟ୍ସ ଅସ୍ତ୍ରୋପଚାର ଦରକାର। ଏଥିନେଇ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ବୋଲି ପଞ୍ଜାବ କିଙ୍ଗ୍ସ ଫ୍ରାଞ୍ଚାଇଜ ପକ୍ଷରୁ କୁହାଯାଇଛି।

ମୁମ୍ବାଇ ସ୍ଥିତ ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ରାହୁଲଙ୍କ ଅସ୍ତ୍ରୋପଚାର କରାଯିବ। ସେ ଗୋଟେ ସପ୍ତାହ କିମ୍ବା ୧୦ ଦିନ ମଧ୍ୟରେ ଦଳରେ ଯୋଗଦେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଉରକେଲା ପ୍ରୋ ଲିଗ୍‌ ଭେନ୍ୟୁ

ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ହକି ପାଇଁ ଆସିଛି ଆଉ ଏକ ଭଲ ଖବର। ରାଜ୍ୟ ହକିର ଅନ୍ତୁଡ଼ିଶାଳ ଭାବେ ପରିଚିତ ସୁନ୍ଦରଗଡ଼ ଜିଲାର ରାଉରକେଲାରେ...

ଆଉ ଗୋଟିଏ ଶତକ ମାରିଲେ ବିଶ୍ୱ ରେକର୍ଡ ଭାଙ୍ଗିବେ କୋହଲି

ଅହମ୍ମଦାବାଦ,୨।୩: ମାର୍ଚ୍ଚ ୪ରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଏବଂ ଇଂଳଣ୍ଡ ମଧ୍ୟରେ ୪ର୍ଥ ଟେଷ୍ଟ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ...

ଅଲିମ୍ପିକ୍ସ ବାତିଲ କରିବାକୁ ଜାପାନର ପ୍ରମୁଖ ଖବରକାଗଜର ଦାବି, ଜୁନ୍‌ ଶେଷ ପୂର୍ବରୁ ସ୍ଥିତି ସ୍ପଷ୍ଟ ହେବ

ଟୋକିଓ,୨୭।୫(ଏପି): ଟୋକିଓରେ ଆଉ ଦୁଇମାସରୁ କମ୍‌ ସମୟ ମଧ୍ୟର ଅଲିମ୍ପିକ୍ସ ଆରମ୍ଭ ହେବାକୁ ଯାଉଥିବା ବେଳେ ଏହି ମେଗା ଇଭେଣ୍ଟକୁ ବାତିଲ କରିବା ନେଇ ଦାବି...

ପୁଷ୍ପା ଷ୍ଟାଇଲ୍‌ରେ ଖୁସି ମନାଇଲେ ବ୍ରାଭୋ, ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୨୭।୧: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ତାରକା ଆଲ୍ଲୁ ଅର୍ଜୁନଙ୍କ ଫିଲ୍ମ ‘ପୁଷ୍ପା’ ରୋଜଗାରରେ ନୂଆ ରେକର୍ଡ କରିଛି। ଚଳଚ୍ଚିତ୍ରରେ ଅଭିନୟ ଏବଂ ନୃତ୍ୟ ଶୈଳୀକୁ ବେଶ...

‘ଏହା ଅନୁଚିତ, ମୁଁ ଫାଇନାଲ ଖେଳି ପାରିଥାନ୍ତି’

ମାନିଲା(ଫିଲିପାଇନ୍ସ),୧।୫ : ଦୁଇ ଥର ଅଲିମ୍ପିକ୍‌ ପଦକଧାରୀ ପି ଭି ସିନ୍ଧୁ ବ୍ୟାଡ୍‌ମିଣ୍ଟନ ଏସିଆ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ରହିଛନ୍ତି। ଜାପାନର ଆକାନେ ୟାମାଗୁଚିଙ୍କ...

ଖାତା ଖୋଲିପାରିଲେ ନାହିଁ ରୋହିତ

ବିଜୟନଗରମ,୨୮।୯: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଓ ବୋର୍ଡ ସଭାପତି ଏକାଦଶ ମଧ୍ୟରେ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଶନିବାର ଅନ୍ତିମ ଦିନରେ ପହଞ୍ଚତ୍ଛି।...

ମହାମାରୀ ଭୟ ସତ୍ତ୍ୱେ ଟୋକିଓରେ ନିର୍ବାଚନ

ଟୋକିଓ,୫।୭(ଏପି): କୋଭିଡ୍‌-୧୯ ମହାମାରୀର ଭୟାବହତା ପାଇଁ ଅଲିମ୍ପିକ୍ସ ଆୟୋଜନ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲେ ମଧ୍ୟ ଟୋକିଓରେ ଆସେମ୍ବ୍ଲି ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଉ ପାଖାପାଖି...

ଭାରତ-ଶ୍ରୀଲଙ୍କା ସିରିଜ କାର୍ଯ୍ୟସୂଚୀ ପୁନଃନିର୍ଦ୍ଧାରିତ

ନୂଆଦିଲ୍ଲୀ, ୧୦ା୭ (ପି.ଟି.)- ଶ୍ରୀଲଙ୍କା କ୍ରିକେଟ ଦଳର ଶିବିରରେ କରୋନା ପଜିଟିଭ ମାମଲା ଦେଖା ଦେବାରୁ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ୬ ମ୍ୟାଚ ବିଶିଷ୍ଟ...

Advertisement
Archives

Model This Week