Posted inଖେଳ

ରାହୁଲ୍‌ଙ୍କୁ ଡବଲ୍‌ ଝଟ୍‌କା

ମୁମ୍ବାଇ,୨୦।୪: ଲକ୍ଷ୍ନୌ ସୁପର ଜିଆଣ୍ଟସ ଅଧିନାୟକ କେ.ଏଲ ରାହୁଲଙ୍କୁ ଡବଲ୍‌ ଝଟକା ଲାଗିଛି। ଆଇପିଏଲ ୨୦୨୨ର ଏକ ମ୍ୟାଚରେ ତାଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୧୮ ରନରେ ପରାସ୍ତ କରିଛି। ଏହା ପରେ ରାହୁଲଙ୍କୁ ଆଇପିଏଲ ଆଚରଣ ବିଧି ଉଲ୍ଲଂଘନ କରିଥିବାରୁ ମ୍ୟାଚ ଫି’ର ୨୦ ପ୍ରତିଶତ ଜରିମାନା କରାଯାଇଛି। ରାହୁଲ ଆଇପିଏଲର ଆଚରଣ ସଂହିତା ଲେଭଲ-୧ ଅଧୀନରେ ଥିବା ଭୁଲକୁ ସ୍ବୀକାର କରି ତାଙ୍କ ଉପରେ ଲଗାଯାଇଥିବା ଜରିମାନା ମଧ୍ୟ ଗ୍ରହଣ କରିଛନ୍ତି। କେଏଲ ରାହୁଲଙ୍କ ବ୍ୟତୀତ ଲକ୍ଷ୍ନୌ ସୁପର ଜିଆଣ୍ଟସ ଅଲରାଉଣ୍ଡର ମାର୍କସ ଷ୍ଟୋଇନିସଙ୍କୁ ମଧ୍ୟ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷ ମ୍ୟାଚରେ ଆଇପିଏଲ ଆଚରଣ ବିଧି ଉଲ୍ଲଂଘନ କରାଯାଇଥିବାରୁ ତାଗିଦ କରାଯାଇଛି।
ଆରସିବି ବିପକ୍ଷ ମ୍ୟାଚରେ ଜୋସ ହେଜଲଉଡଙ୍କ ଏକ ବଲରେ ଏକ ବଡ଼ ସଟ ଖେଳିବାବେଳେ ଷ୍ଟୋଇନିସ ବୋଲ୍ଡ ହୋଇଥିଲେ। ଏହା ପରେ ଷ୍ଟୋନିସ ଅମ୍ପାୟାରଙ୍କ ଉପରେ ରାଗୁଥିବାର ନଜର ଆସିଥିଲେ। ତାଙ୍କ ଶବ୍ଦ ଷ୍ଟମ୍ପ ମାଇକ୍ରୋଫୋନରେ ରେକର୍ଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଜୁଲାଇ ୩୧ରୁ ମିଳିବନି ଚିକେନ୍! ବିକ୍ରି ବନ୍ଦ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୯ା୭: ଭାରତ ଏକ ବିବିଧତାରେ ପରିପୂର୍ଣ୍ଣ ଦେଶ, ଯେଉଁଠାରେ ଭିନ୍ନ ଭିନ୍ନ ଧର୍ମ, ବିଶ୍ୱାସ ଏବଂ ଚିନ୍ତାଧାରାର ଲୋକମାନେ ବାସ କରନ୍ତି। ଆମିଷ (ନନ୍-ଭେଜ୍) ଖାଉଥିବା ଲୋକଙ୍କ…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri