Posted inଖେଳ

ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୫।୧: ସେଞ୍ଚୁରିଆନ ଟେଷ୍ଟର ବିଜୟ ପରେ ଭାରତୀୟ ଖେଳାଳିଙ୍କ ମାନ୍ୟତାରେ ଉଲ୍ଲେଖନୀୟ ପରିବର୍ତ୍ତନ ହୋଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ୧୨୩ ରନ୍‌ ଇନିଂସ ଯୋଗୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିବା ରାହୁଲ। ସେ ପୂର୍ବ ଅପେକ୍ଷା ୧୮ଟି ସୋପାନ ଉପରକୁ ଉଠି ୧୩ ତମ ମାନ୍ୟତା ହାସଲ କରିଛନ୍ତି। ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ଏହା ଦର୍ଶାଯାଇଛି।

ସେଞ୍ଚୁରିଆନ ଟେଷ୍ଟରେ ରାହୁଲଙ୍କ ସହ ମିଶି ଓପନିଂ ଉଇକେଟ ପାଇଁ ୧୧୭ ରନ୍‌ ଯୋଡ଼ିଥିଲେ ମୟଙ୍କ ଅଗ୍ରଓ୍ବାଲ। ଏହି ଭାଗୀଦାରି ଅବସରରେ ମୟଙ୍କ ୬୦ ରନ୍‌ର ଅର୍ଦ୍ଧଶତକୀ ପାଳି ଖେଳିଥିଲେ। ସେ ପୂର୍ବ ଅପେକ୍ଷା ଗୋଟିଏ ସ୍ଥାନ ଉପରକୁ ଉଠିଥିବା ବେଳେ ଦୁଇଟି ସୋପାନ ଡେଇଁ ୨୫ତମ ସ୍ଥାନରେ ପହଞ୍ଚିଛନ୍ତି ଅଜିଙ୍କ୍ୟ ରାହାନେ।

ଭାରତୀୟ ପେସରଙ୍କ ମଧ୍ୟରେ ଯଶପ୍ରୀତ ବୁମରା ଓ ମହମ୍ମଦ ଶାମିଙ୍କ ମାନ୍ୟତା ମଧ୍ୟରେ ଉନ୍ନତି ଆସିଛି। ବୁମରା ୩ ସ୍ଥାନ ଉପରକୁ ଉଠି ୯ମ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ଭଳି ଶାମି ହାସଲ କରିଛନ୍ତି ୧୭ତମ ମାନ୍ୟତା। ସେ ପୂର୍ବରୁ ୧୯ତମ ସ୍ଥାନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri