Posted inଖେଳ

ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୫।୧: ସେଞ୍ଚୁରିଆନ ଟେଷ୍ଟର ବିଜୟ ପରେ ଭାରତୀୟ ଖେଳାଳିଙ୍କ ମାନ୍ୟତାରେ ଉଲ୍ଲେଖନୀୟ ପରିବର୍ତ୍ତନ ହୋଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ୧୨୩ ରନ୍‌ ଇନିଂସ ଯୋଗୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିବା ରାହୁଲ। ସେ ପୂର୍ବ ଅପେକ୍ଷା ୧୮ଟି ସୋପାନ ଉପରକୁ ଉଠି ୧୩ ତମ ମାନ୍ୟତା ହାସଲ କରିଛନ୍ତି। ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ଏହା ଦର୍ଶାଯାଇଛି।

ସେଞ୍ଚୁରିଆନ ଟେଷ୍ଟରେ ରାହୁଲଙ୍କ ସହ ମିଶି ଓପନିଂ ଉଇକେଟ ପାଇଁ ୧୧୭ ରନ୍‌ ଯୋଡ଼ିଥିଲେ ମୟଙ୍କ ଅଗ୍ରଓ୍ବାଲ। ଏହି ଭାଗୀଦାରି ଅବସରରେ ମୟଙ୍କ ୬୦ ରନ୍‌ର ଅର୍ଦ୍ଧଶତକୀ ପାଳି ଖେଳିଥିଲେ। ସେ ପୂର୍ବ ଅପେକ୍ଷା ଗୋଟିଏ ସ୍ଥାନ ଉପରକୁ ଉଠିଥିବା ବେଳେ ଦୁଇଟି ସୋପାନ ଡେଇଁ ୨୫ତମ ସ୍ଥାନରେ ପହଞ୍ଚିଛନ୍ତି ଅଜିଙ୍କ୍ୟ ରାହାନେ।

ଭାରତୀୟ ପେସରଙ୍କ ମଧ୍ୟରେ ଯଶପ୍ରୀତ ବୁମରା ଓ ମହମ୍ମଦ ଶାମିଙ୍କ ମାନ୍ୟତା ମଧ୍ୟରେ ଉନ୍ନତି ଆସିଛି। ବୁମରା ୩ ସ୍ଥାନ ଉପରକୁ ଉଠି ୯ମ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ଭଳି ଶାମି ହାସଲ କରିଛନ୍ତି ୧୭ତମ ମାନ୍ୟତା। ସେ ପୂର୍ବରୁ ୧୯ତମ ସ୍ଥାନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri